Odia News Portal
Browsing Tag

odisha

ଫେବୃଆରୀରୁ ବଢିଲାଣି ଅସହ୍ୟ ତାତି

ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ରହିବ। ମାତ୍ର ପରବର୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରି ଯାଏ ବୃଦ୍ଧି ହେବ। ଫେବ୍ରୁଆରି ୨୭ ଓ ୨୮ ତାରିଖ ତଥା ଆସନ୍ତା

ସଡ଼କ ଦୁର୍ଘଟଣା ପୂର୍ବବର୍ଷ ତୁଳନାରେ ୧୨.୬୪% ବୃଦ୍ଧି

ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ରାଜ୍ୟରେ ଘଟୁଥିବା ସଡ଼କ ଦୁର୍ଘଟଣା ସଂପର୍କିତ କିଛି ତଥ୍ୟ ଉପସ୍ଥାପନ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ୨୦୨୧ ମସିହାରେ ସର୍ବଭାରତୀୟ ସ୍ତରରେ ସଡ଼କ ଦୁର୍ଘଟଣା

ଆୟ ବର୍ହିଭୂକ୍ତ ସମ୍ପତି ଠୁଳ ମାମଲା, ସରକାରୀ ଯନ୍ତ୍ରୀ ଗିରଫ

ଆୟ ବର୍ହିଭୁକ୍ତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ସରକାରୀ ଯନ୍ତ୍ରୀ । ସମ୍ପୃକ୍ତ ଯନ୍ତ୍ରୀ ଜଣଙ୍କ ହେଲେ ବାଲେଶ୍ୱର ଜିଲା ଆର୍ ଆଣ୍ଡ୍ ଡବ୍ଲୁ ଡିଭିଜନ-୨ ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତି । ଭିଜିଲାନ୍ସ ଏକ ସଙ୍ଗରେ ଅଜୟଙ୍କ ୭ଟି ଠିକାଣ ଉପରେ ରେଡ କରିଛି । ରେଡ୍

ଯାଞ୍ଚ ହେବ ସରକାରୀ ଓ ଘରୋଇ ସଂସ୍ଥାର ଡାକ୍ତରଙ୍କ ପ୍ରମାଣପତ୍ର

ବିଭିନ୍ନ ସମୟରେ ରାଜ୍ୟରୁ ନକଲି ଡାକ୍ତର ଚିହ୍ନଟ ହେଉଛନ୍ତି । ନକଲି ଡାକ୍ତରଙ୍କ ଦ୍ୱାରା ଚିକିତ୍ସିତ ହେବା ପରେ ରୋଗୀଙ୍କ ଅବସ୍ଥା ବିଗୁଡ଼ୁଥିବା ବେଳେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇଥାଏ । ତେଣୁ ଏହି ସମସ୍ୟାର ସମାଧାନ ସହ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପ୍ରଦାନ ନେଇ ରାଜ୍ୟ ସରକାର

ବିଧାନସଭାର ବଜେଟ୍ ଅଧିବେଶନ ପ୍ରଶ୍ନକାଳ :୧୧ଟା ୩୦ ଯାଏଁ ଗୃହ ମୁଲତବୀ

ବିଧାନସଭାର ବଜେଟ୍ ଅଧିବେଶନ ପ୍ରଶ୍ନକାଳ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡିୟମ୍ ତଳେ ଚାଷୀ ପ୍ରସଙ୍ଗ ଉଠାଇ କଂଗ୍ରେସ ସଦସ୍ୟ ନାରାବାଜି କରୁଥିବା ଦେଖିବାକୁ ମିଳିଛି । ତେଣୁ ଦିନ ୧୧ଟା ୩୦ ଯାଏଁ ଗୃହ ମୁଲତବୀ ରଖିଛନ୍ତି । ସେପଟେ, ଅପରାହ୍ଣରେ ଆଗାମୀ

ନବଦାସଙ୍କ ହତ୍ୟା ଘଟଣାର ତଦନ୍ତରେ ସହଯୋଗ ପାଇଁ ଓଡ଼ିଶା ଆସିପାରେ ଏଫବିଆଇ

ବହୁ ଚର୍ଚ୍ଚିତ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତଦନ୍ତରେ ସହଯୋଗ ପାଇଁ ଓଡ଼ିଶା ଆସିପାରେ ଏଫବିଆଇର ବିଏୟୁ ବା ବିହେବିଏରାଲ ୟୁନିଟ୍ । ଓଡ଼ିଶା କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ଯୋଗାଯୋଗ ପରେ ଆଗ୍ରହ ପ୍ରକାଶ କରିଥିବା ଜଣାପଡ଼ିଛି । ହେଲେ କେନ୍ଦ୍ର ଗୃହମନ୍ତ୍ରାଳୟର ଅନୁମତିକୁ ଅପେକ୍ଷା

ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ

୨୦୨୩-୨୪ ବର୍ଷ ପାଇଁ ଆସନ୍ତା ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘର ନିର୍ବାଚନ ହେବ। ରାଜ୍ୟ ଆଇନଜୀବୀ ପରିଷଦର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଓକିଲ ସଂଘ ସାଧାରଣ ପରିଷଦ ପକ୍ଷରୁ ଏନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଚଳିତ ବର୍ଷ ପାଇଁ ଜଗନ୍ନାଥ ଦାସ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ

ଆଜି ଆଗତ ହେବ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍

ଆଜି ରାଜ୍ୟ ବଜେଟ୍‌ । ବିଧାନସଭାରେ ଉପସ୍ଥାପିତ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିବେ । ଏଥିରେ ବ୍ୟୟବରାଦ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ରହିପାରେ । ୨୦୨୨-୨୩ ଆର୍ଥିକ ବର୍ଷରେ ବଜେଟ୍‌ ଆକାର ଥିଲା ୨ ଲକ୍ଷ କୋଟି

ଓଡ଼ିଶା ଏବେ ରୋଲ୍ ମଡେଲ୍: ମୁଖ୍ୟମନ୍ତ୍ରୀ

ବିଧାନସଭା‌ରେ ରାଜ୍ୟପାଳଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ହୋଇଥିବା ଆଲୋଚନାର ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ତେବେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୋଷ ବ୍ୟକ୍ତ କରି ବିରୋଧୀ ଦଳ ସଭ୍ୟମାନେ କକ୍ଷତ୍ୟାଗ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ସମନ୍ବିତ

ସାବଧାନ! ଏଣିକି ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କୁ ଆଉ ନିସ୍ତାର ନାହିଁ

ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କୁ ଆଉ ନିସ୍ତାର ନାହିଁ। କାରଣ କନିଶନରେଟ ପୋଲିସ ତରଫରୁ ଜଣାଇ ଦିଆଯାଇଛି ଯେ ଅପରାଧିକ କାର୍ଯ୍ୟକଳାପ ରୋକିବା, ଟ୍ରାଫିକ୍‌ ନିୟନ୍ତ୍ରଣ, ସହରବାସୀଙ୍କ ସୁରକ୍ଷାକୁ କଡ଼ାକଡି କରିବାକୁ ଭୁବନେଶ୍ୱରର ପ୍ରମୁଖ ଛକ ଲାଗିଛି ୩୨ଟି