Odia News Portal
Browsing Tag

odisha

ଆଜି ମହାପ୍ରଭୁଙ୍କ ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ

ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି (ବୁଧବାର)

କ୍ୟାରିୟର ଗଠନ ନିମନ୍ତେ ସୋଆର ପୁରାତନ ଛାତ୍ରଙ୍କ ଦ୍ୱାରା ଦୁଇଟି ପୁସ୍ତକ ରଚିତ

ଛାତ୍ରଛାତ୍ରୀମାନେ ବୃତିଗତ ଦୁନିଆରେ ଓ ପ୍ରତିଯୋଗିତାମୂଳକ ପରିବେଶରେ ନିଜ ସ୍ଥିତିକୁ ସୁଦୃଢ଼ କରିବାର ମନ୍ତ୍ର ଦେବାର ଉଦ୍ଦେଶ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଦୁଇଜଣ ପୁରାତନ ଛାତ୍ର ଦୁଇଟି ପୁସ୍ତକ ରଚନା କରିଛନ୍ତି ।ସୋଆର ପୁରାତନ ଛାତ୍ର ଅରବିନ୍ଦ ଦାସ “କର୍ପୋରେଟ ବ୍ରହ୍ମାସ୍ତ୍ର”

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁଚାଷ ପ୍ରଶିକ୍ଷଣ ଶିବିର ଆୟୋଜିତ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତ୍‌ୁ ଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଦଶ ଜଣ

ଯାତ୍ରୀବାହୀ ବସ୍‌ ଜାଳିଦେଲେ ଦୁର୍ବୁତ୍ତ

ଛିଡ଼ା ହୋଇଥିବା ଯାତ୍ରୀବାହୀ ବସ୍‌ରେ ଦୁର୍ବୁତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଗତକାଲି ମଧ୍ୟରାତ୍ରିରେ ଘଟିଥିବା ଏହି ଘଟଣାର ଶିକାର ହୋଇଛନ୍ତି ବସ୍‌ ଭିତରେ ଶୋଇଥିବା କଣ୍ଡକ୍ଟର। କିନ୍ତୁ ସୌଭାଗ୍ୟର ବିଷୟ ଯେ, କଣ୍ଡକ୍ଟର ଜଣକ ନିଶ୍ଚିତ ଭାବେ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ନୂଆଗାଁ

ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବ : ଡିଏମଇଟି

ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ ବୋଲି ଡିଏମଇଟି ଡକ୍ଟର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି। ଆସନ୍ତା ବର୍ଷ ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଆଗକୁ ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା

ଯୌତୁକ ପାଇଁ ଚାଲିଗଲା ନବ ବଧୂର ଜୀବନ

ଯୌତୁକ ପାଇଁ ବଧୂ ହତ୍ୟା। ବାପ ଘରୁ ଅଧିକ ଯୌତୁକ ଦାବିକରି ଜଣେ ବଧୂକୁ ତାର ଶାଶୁ ଘର ଲୋକ ବିଭିନ୍ନ ନିର‌୍ୟ୍ୟାତନା ଦେବା ସହ ଜୀବନରୁ ମାରି ଟାଙ୍ଗିଦେଥିବା ନେଇ ଅଭିଯୋଗ ହୋଇଛି । କଟକ ଜିଲ୍ଲା ଭଦ୍ରେଶ୍ଵର ଥାନା ଗୋପାଳପୁର ଗ୍ରାମର ସୁନିଲ ପ୍ରଧାନଙ୍କ ପୁଅ ରଞ୍ଜନଙ୍କୁ ୨୦୨୦ ମସିହାରେ ଏହି

ଦିବଂଗତ ସଦସ୍ୟମାନଙ୍କୁ ବିଧାନସଭାରେ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ 

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ଦିନରେ ଦିବଂଗତ ସଦସ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ସଦସ୍ୟ ନବକିଶୋର ଦାସ, ଗଙ୍ଗାଧର ଦାସ ଓ ଅର୍ଜୁନ ଚରଣ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଶୋକ ପ୍ରସ୍ତାବକୁ

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ୪୦ ହଜାର ଜୋରିମାନା

ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ୱତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଦୁଷ୍କର୍ମ ମାମଲାର ବିଚାର କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ୧୨ ଜଣଙ୍କ ସାକ୍ଷୀ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ସୁନୀଲ ଦିଗାଲଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦

ଅନୁପ ସାଏଙ୍କୁ ହତ୍ୟା ମାମଲା,କନେଷ୍ଟବଳଙ୍କ ବଦଳି

ଅନୁପ ସାଏଙ୍କୁ ହତ୍ୟା ଯୋଜନା । ଜଣେ କନେଷ୍ଟବଳ ହତ୍ୟା ଷଡ଼ଯନ୍ତ୍ର କରିଥିବା ସୂଚନା ମିଳିଛି । ଘଟଣା ସାମ୍ନାକୁ ଆସିବା ପରେ ଜଣେ କନେଷ଼୍ଟବଲକୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ କରାଯାଇଛି । କନେଷ୍ଟବଳ ସରୋଜ ଦାସଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଆରମ୍ଭ କରାଯାଇଥିବା ଏସପି ସ୍ମିଥ ପରମାର

ଗହଣା ଦୋକାନରେ ଚଢ଼ାଉ

ଜିଏସଟି ଫାଙ୍କିବା ଅଭିଯୋଗରେ ଗହଣା ଦୋକାନରେ ଚଢ଼ାଉ । ସୋନପୁର ସହରର ପ୍ରତିଷ୍ଠିତ ସୁନା ଗହଣା ଦୋକାନ ଚନ୍ଦ୍ରିକା ଜ୍ୱେଲର୍ସ ସମେତ ମାଲିକଙ୍କ ଘରେ ବଲାଙ୍ଗୀର ସିଟି-ଜିଏସଟି ବିଭାଗ ପକ୍ଷରୁ ୬ ଜଣିଆ ଟିମ୍ ଏକ କାଳୀନ ଚଢ଼ାଉ କରିଛି । ବଲାଙ୍ଗୀର ସିଟି ଜିଏସଟି ବିଭାଗ ଡେପୁଟି କମିଶନର କିଶୋର