ବାପାଙ୍କ ହତ୍ୟା ଘଟଣାକୁ ରାଜନୈତିକ ପ୍ରସଙ୍ଗ କରାନଯାଉ: ଦୀପାଳି ଦାସ
ନବ ଦାସ ହତ୍ୟା ପ୍ରସଙ୍ଗରେ ଝିଅ ଦୀପାଳି ଦାସ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ଦୀପାଳି କହିଛନ୍ତି ତାଙ୍କ ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ କରାନଯାଉ । ଜଣେ ଭଲ ଜଜଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦାରଖ କରୁଛି । ମୋର ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି ଆଉ ଆମ!-->…