ଗୁରୁବାର ସକାଳ ସାଢ଼େ ୧୦ ପର୍ଯ୍ୟନ୍ତ ଗୃହ ମୁଲତବି
ବିଧାନସଭା ଅଧିବେଶନ ଜାରି ରହିଥିବାବେଳେ ଅପରାହ୍ନରେ ବି ଗୃହରେ ହଟଗୋଳ ସୃଷ୍ଟି ହୋଇଛି। ଗୃହର ମଧ୍ୟଭାଗରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ ଆସି ନାରାବାଜି ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ପ୍ରତି କେନ୍ଦ୍ରର ଅବହେଳା ନେଇ ବିଜେଡି ସଦସ୍ୟମାନେ ନିଜ ଆସନରେ ଛିଡା ହୋଇ ନାରାବାଜି!-->…
