ବିବାହ ବିବାଦକୁ କେନ୍ଦ୍ରକରି ଏସିଡ ମାଡ କଲେ ଯୁବକ
ପାରିବାରିକ ବିବାଦକୁ ନେଇ ଏସିଡ ମାଡ କଲେ ଯୁବକ | ବାଲେଶ୍ଵର ଜିଲ୍ଲା ସଦର ବ୍ଲକ ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଭୀମପୁର ଗାଁର ଏସିଡ ମାଡ଼ରେ ଚାରିଜଣ ଗୁରୁତର ହୋଇପଡିଛନ୍ତି । ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବାବେଳେ ଦୁଇ!-->…
