ଶ୍ବେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡ ସୌମ୍ୟଜିତ୍କୁ ଉଠାଇଲା କମିଶନରେଟ୍ ପୁଲିସ
ସଫ୍ଟୱେର୍ ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାରେ ବୟଫ୍ରେଣ୍ଡ ସୌମ୍ୟଜିତ୍କୁ ଉଠାଇ ଆଣିଲା ପୁଲିସ। ସମ୍ବଲପୁର ବଂଶୀଧରନଗରସ୍ଥିତ ଘରୁ ଉଠାଇଲା କମିଶନରେଟ୍ ପୁଲିସ। ଗତବର୍ଷ ଶୈଳଶ୍ରୀବିହାରସ୍ଥିତ ଘରୁ ମିଳିଥିଲା ଶ୍ୱେତାଙ୍କ ଝୁଲନ୍ତା ମୃତ ଦେହ। ମୃତ୍ୟୁ ପାଇଁ!-->…