ଗୁଗଲ ଇଣ୍ଡିଆ କମ୍ପାନୀ ୪୫୩ କର୍ମଚାରୀଙ୍କୁ ଛଟେଇ
ଗୁଗଲ ଇଣ୍ଡିଆ କମ୍ପାନୀର ବିଭିନ୍ନ ବିଭାଗର ୪୫୩ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି। କର୍ମଚାରୀମାନଙ୍କୁ ଇ-ମେଲ ମାଧ୍ୟମରେ ଚାକିରିରୁ ହଟାଇବା ବିଷୟରେ ମେଲ୍ ମାଧ୍ୟମରେ ସୂଚନା ଦିଆଯାଇଛି। ଗୁଗଲ ଇଣ୍ଡିଆର ମୁଖ୍ୟ ତଥା ଉପାଧ୍ୟକ୍ଷ ସଞ୍ଜୟ ଗୁପ୍ତା କର୍ମଚାରୀଙ୍କୁ ଏହି ଛଟେଇ ମେଲ!-->…
