Odia News Portal
Browsing Tag

odisha

ପୁଣି ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ଗୁଣ୍ଡାଗର୍ଦ୍ଦି

ଆଗ ଧମକ ପରେ ମହିଳା ଆଇଆଇସିଙ୍କୁ ଆକ୍ରମଣ । ପୁଣି ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ଗୁଣ୍ଡାଗର୍ଦ୍ଦି। ମହିଳା ପୋଲିସଙ୍କୁ ଆକ୍ରମଣ କଲେ ଜୟନାରାୟଣ । ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ ବେଳେ ଧସ୍ତାଧସ୍ତି ହୋଇଥିଲା । ପୋଲିସ ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ । ପ୍ରଥମେ

କୋଭିଡ-୧୯ : ୨୪ ଘଣ୍ଟାରେ ୧୦୨ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା

ଆସିଲା ପୋଲିସଙ୍କ ପାଇଁ ନୂଆ ଗାଇଡଲାଇନ

ନବ ଦାସଙ୍କୁ ହତ୍ୟା ପରେ ପୋଲିସର ତତ୍ପରତା । ଭୁବନେଶ୍ୱର ଅର୍ବାନ ପୋଲିସ ଡିଷ୍ଟ୍ରିକ୍ଟ ବା ୟୁପିଡିରେ ଫିଟନେସ୍‌ ଚିନ୍ତା । ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ୭ସୂତ୍ରୀ ନିର୍ଦ୍ଦେଶାବଳୀ ଜାରି କରିଛି କମିଶନରେଟ ପୋଲିସ । ଆଇନ ଶୃଙ୍ଖଳା ବିଭାଗରେ କାର୍ଯ୍ୟରତ ଥିବା ପୋଲିସ କର୍ମଚାରୀଙ୍କ

ରାଜଧାନୀରେ ମାତିଛନ୍ତି ମହିଳା ଲୁଟେରା

ରାଜ୍ୟ ରାଜଧାନୀରେ ବୁଲୁଛନ୍ତି ମହିଳା ଲୁଟେରା। ଧର୍ମାନୁଷ୍ଠାନକୁ ଯାଇ କରୁଛନ୍ତି ଲୁଟପାଟ। ଏଭଳି ଏକ ଗ୍ୟାଙ୍ଗକୁ କାବୁ କରିଛି କମିଶନରେଟ ପୋଲିସ । ୪ ଜଣ ମହିଳା ଲୁଟେରାଙ୍କ ପାଖରୁ ସୁନା ଚେନ ଜବତ କରିଛି ତମାଣ୍ଡୋ ଥାନା ପୋଲିସ । ପୋଲିସ ସୂଚନା ଅନୁସାରେ, ସୋମବାର ତମାଣ୍ଡୋ କ୍ରିକେଟ ଖେଳ

ଗୁରୁଡିଝାଟିଆ ଥାନାର କ୍ରିକେଟ ଷ୍ଟାଡିୟମ ଓ ସ୍ପୋର୍ଟସ ସ୍କୁଲକୁ ଉଦଘାଟନ କରିବେ ସୁରେଶ ରାଇନା

୫ ନଂ ଜାତୀୟ ରାଜପଥ ପାର୍ଶ୍ବରେ ଗୁରୁଡିଝାଟିଆ ଥାନାର କପୁରସିଂ ନିକଟରେ ୩୦ ଏକର ଜାଗାରେ ନିର୍ମିତ ହୋଇଛି କ୍ରିକେଟ ଷ୍ଟାଡିୟମ ଓ ସ୍ପୋର୍ଟସ ସ୍କୁଲ । ଜାତୀୟ କ୍ରିକେଟ ଏକାଡେମୀ ଢାଞ୍ଚାରେ ଖେଳାଳିଙ୍କୁ ପ୍ରଶିକ୍ଷଣ ଦିଆଯାଇ ଉତ୍ତମ କ୍ରୀଡା ବ୍ୟକ୍ତିତ୍ୱ ସୃଷ୍ଟି କରି ଆନ୍ତର୍ଜାତୀୟ ସ୍ତରରେ

ବେଆଇନ ପାର୍କିଂକୁ ହଟାଇବାକୁ ଗୃହ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର ଓ କଟକ ସହର ରାଜରାସ୍ଥାରେ କରିହେବ ନାହିଁ ପାର୍କିଂ । ବେଆଇନ ଗାଡ଼ି ପାର୍କିଂ କଲେ ଏଥର ନିଆଯିବ କଡ଼ା କର୍ଯ୍ୟାନୁଷ୍ଠାନ । ଏନଏଚ ଉପରେ ଗାଡ଼ି ଯିବା ଆସିବାରେ ଅସୁବିଧା ପରିଲକ୍ଷିତ ହେବାରୁ ଏକ ବଡ଼ ନିଷ୍ପତ୍ତି ନେଇଛି ଗୃହ ବିଭାଗ । ଗୃହ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏନଏଚ-୧୬

ଅନୁଷ୍ଠିତ ହୋଇଯାଇଛି ୮ମ ରାଜ୍ୟ ଟେଲି ପୁରସ୍କାର

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍ଡିସି) ମିଳିତ ସହଯୋଗରେ ୮ମ ରାଜ୍ୟ ଟେଲି ପୁରସ୍କାର ପ୍ରଦାନ ଉତ୍ସବ ଉତ୍କଳ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୧୯ ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଥିଲା। ସନ୍ଧ୍ୟାରେ ଅତିଥିଭାବେ ଓଡ଼ିଆ

ଆଜିଠୁ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା

ଆଜିଠୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ଦେଶରେ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ଦେଉଛନ୍ତି ଦ୍ୱାଦଶ ପରୀକ୍ଷା। ଦଶମ ପରୀକ୍ଷା ଦେଉଛନ୍ତି ପ୍ରାୟ ୨୨ ଲକ୍ଷ ଛାତ୍ରଛାତ୍ରୀ। ଉଭୟ ପରୀକ୍ଷା ସକାଳ ୧୦ଟ ୩୦ରୁ ଆରମ୍ଭ ହେବ। ପରୀକ୍ଷା କେନ୍ଦ୍ର ଗୁଡ଼ିକରେ କଟକଣା କଡ଼ାକଡ଼ି

ମୌନରେ ଗୋପାଳ: ଚୌଦ୍ୱାର ଜେଲରେ କାଟିଲା ପ୍ରଥମ ରାତି

ବଦଳିଲା ଗୋପାଳର ଠିକଣା । ନବ ଦାସଙ୍କ ହତ୍ୟା ଅଭିଯୁକ୍ତର ନୂଆ ଠିକଣା ଚୌଦ୍ୱାର ସର୍କଲ ଜେଲ୍‌ । ହାଇସିକ୍ୟୁରିଟି ୩ ନମ୍ବର ସେଲରେ ଅଛି ଗୋପାଳ । ସେଲରେ କେବଳ ସେ ଏକୁଟିଆ ରହୁଛି । ଚୌଦ୍ୱାର ଜେଲରେ ପ୍ରଥମ ରାତି କାଟିଛି । ସ୍ଥାନାନ୍ତର ନେଇ କୋର୍ଟଙ୍କ ଅନୁମତି ପରେ ଗତକାଲି ତାକୁ କଡ଼ା

ଚକା ଫାଟିବାରୁ ବସ୍ ଦୁର୍ଘଟଣାଗ୍ରସ୍ତ:୪୦ ଆହତ

 ଚକା ଫାଟିବାରୁ ବସ୍ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୪୦ ଜଣ ଲୋକ ଆହତ ହୋଇଥିବା ସୂଚନା । କୋଟଗଡ ଥାନା ପଣ୍ଡାଇର୍ପି ମୁଣ୍ଡାସାହି ନିକଟରେ ଦୁର୍ଘଟଣା ହୋଇଥିବା ସୂଚନା । ଦୁର୍ଘଟଣାଗ୍ରସ୍ତ ସାଲିଙ୍କୁ ବସ୍ ମୁନିଗୁଡାରୁ ଫୁଲବାଣୀ ଆସୁଥିଲା । ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ