Odia News Portal
Browsing Tag

odisha

ପୁରୀ କୋଣାର୍କ ବେଳାମାର୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

କୋଣାର୍କ ବେଳାମାର୍ଗରେ ସିରିଜ୍ ଦୁର୍ଘଟଣା। କାର, ବାଇକ ଏବଂ ଅଟୋ ଆଗ ପଛ ହୋଇ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ ୨ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିବାବେଳେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ରବିବାର ପୂର୍ବାହ୍ନରେ

ଖବର କାଗଜ ବିକ୍ରେତାରୁ ଶିକ୍ଷକ ହୋଇପାରିଛନ୍ତି ବିଦ୍ୟାସାଗର

ଖବର କାଗଜ ବିକ୍ରେତାରୁ ଶିକ୍ଷକ ହୋଇପାରିଛନ୍ତି ବିଦ୍ୟାସାଗର । ପରିବାରର ଆର୍ଥିକ ବୋଝ ପାଇଁ ସେ ଘରକୁ ଘର ବୁଲି ଖବର କାଗଜ ବାଣ୍ଟୁଥିଲେ। ସେଥିରୁ ଯାହା କିଛି ରୋଜଗାର ହେଉଥିଲା ସେଥିରୁ ଘର ଚଳାଇବା ସହ ନିଜ ପାଠ ପଢା ଖର୍ଚ୍ଚ କରୁଥିଲେ । ଏବେ ନିଜ ଅଧ୍ୟବସାୟ ବଳରେ ସେ ଜଣେ ଶିକ୍ଷକ ହୋଇ

ସରିଲା ଗୋପାଳର ନାର୍କୋ ଟେଷ୍ଟ,ସମସ୍ତ ରିପୋର୍ଟ ଏକସଙ୍ଗରେ କରାଯିବ ତଜର୍ମା

ସରିଲା ଗୋପାଳର ନାର୍କୋ ଟେଷ୍ଟ । ଆଜି ଓଡ଼ିଶା ଫେରିବ ଗୋପାଳ । ବିମାନ ଯୋଗେ ଗୋପାଳକୁ ଝାରସୁଗୁଡ଼ା ଅଣାଯିବ । ଆସନ୍ତାକାଲି ତାଙ୍କୁ ଝାରସୁଗୁଡା କୋର୍ଟରେ ହଜାର କରାଯିବ । ଗୁଜରାଟ ଗାନ୍ଧୀନଗର ଡିଏଫଏସରେ ଗୋପାଳର ପଲିଗ୍ରାଫ ଟେଷ୍ଟ ଓ ଦୁଇ ଦିନ ଧରି ନାର୍କୋ ଟେଷ୍ଟ କରାଯାଇଥିଲା । ନାର୍କୋ

ଆସନ୍ତା ୧୯ରେ ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସମ୍ମିଳନୀ ଆୟୋଜିତ ହେବ । ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଯିବେ ବୋଲି ସୂଚନା ମିଳିଛି । ପଦ୍ମପୁର ଉପନିର୍ବାଚନ ବେଳେ ଦିଆଯାଇଥିବା ବିଭିନ୍ନ ପ୍ରତିଶ୍ରୁତି ପାଳନ କରିବା ଦିଗରେ ପଦକ୍ଷେପ ନିଆଯିବ । ବିଶେଷ

ତୁର୍କୀ-ସିରିୟା ଭୂମିକମ୍ପ : ୫୦ ହଜାର ଟପିପାରେ ମୃତ୍ୟୁସଂଖ୍ୟା:

ତୁର୍କୀ - ସିରିୟାରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁସଂଖ୍ୟା ୫୦ ହଜାର ଟପିଯାଇପାରେ ବୋଲି ଜାତିସଂଘ ରିଲିଫ୍ ମୁଖ୍ୟ ମାର୍ଟିନ୍ ଗ୍ରିଫିଥ୍ସ୍ ‘ସ୍କାଏ ନିଉଜ୍’କୁ କହିଛନ୍ତି।ଭୂମିକମ୍ପର ଉତ୍ପତ୍ତିସ୍ଥଳ ତୁର୍କୀର ଦକ୍ଷିଣାଞ୍ଚଳ ନଗରୀ କାହ୍ରାମାନମାରାସ୍ରେ ପହଞ୍ଚିବା

ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ

କଟକରୁ ଧରାପଡିଥିବା ଆତଙ୍କବାଦୀ ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ । ଆତଙ୍କବାଦୀ ଷଡଯନ୍ତ୍ରରେ ଲିପ୍ତ ଥିବା ଅଭିଯୋଗରେ ରେହମାନକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟ । ଦିଲ୍ଲୀ ପୋଲିସର ସୂଚନା ଅନୁସାରେ, କଟକରୁ ଗିରଫ ହୋଇଥିବା ଅବଦୁର ରେହମାନ ବେଆଇନ୍ ଭାବେ ପାକିସ୍ତାନ

୧୩ରେ କ୍ୟାବିନେଟ୍, ୧୫ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଆସନ୍ତା ୧୩ ତାରିଖରେ (ସୋମବାର) ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ଏହାସହ ରାଜ୍ୟ ମନ୍ତ୍ରିପରିଷଦର ବୈଠକ ମଧ୍ୟ ବସିବ ବୋଲି ଜଣାପଡ଼ିଛି। ଫେବ୍ରୁଆରି ୨୧ରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ବଜେଟ୍‌ ଚିଠା ପ୍ରସ୍ତାବକୁ ଅନୁମୋଦନ କରିବା

ଏହି ବ୍ୟକ୍ତି  ନିଜ ପରିସ୍ରା ପିଇ ବଞ୍ଚାଇଲେ ଜୀବନ

ତୁର୍କୀ ଏବଂ ସିରିଆରେ ୨୫ ହଜାରରୁ ଅଧିକା ଲୋକଙ୍କ ଜୀବନ ନେଇ ସାରିଲାଣି । ମୃତ୍ୟୁ ସଂଖ୍ୟା ଦିନକୁ ଦିନ କ୍ରମଶଃ ବଢିବାରେ ଲାଗିଛି । ଏହା ସହ ଲୋକମାନେ ମଧ୍ୟ ବହୁତ କଷ୍ଟରେ ତାଙ୍କ ଜୀବନ ଅତିବାହିତ କରୁଛନ୍ତି । ସୂଚନା ମୁତାବକ, ଦିନକୁ ଦିନ ଏହି ଭୂକମ୍ପର ଭୟାନକ ଦୃଶ୍ୟ ସାମ୍ନାକୁ ଆସୁଛି

ରାଉରକେଲାରେ ଗଡ଼ିବ ବନ୍ଦେଭାରତ ଏକ୍ସପ୍ରେସ୍‌

ଉତ୍କଳ ଦିବସଠାରୁ ଓଡ଼ିଶାରେ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଟ୍ରେନ ଗଡ଼ିବ ବୋଲି କୁହାଯାଉଛି। ଏହି ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ହାୱଡ଼ା-ପୁରୀ ମଧ୍ୟରେ ଚାଲିବ। ସମ୍ଭବତଃ ଏହି ଏକ୍ସପ୍ରେସ୍‌ ହାୱଡ଼ାରୁ ବାହାରି ଖଡ଼ଗପୁର-ବାଲେଶ୍ବର-ଭଦ୍ରକ-ଯାଜପୁର-କଟକ-ଭୁବନେଶ୍ବର ଦେଇ ପୁରୀରେ

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରିଣତ ହେଲା ପାଇକମାଳ ପ୍ରାଥମିକ…

ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି।ପଦ୍ମପୁର ପାଇଁ ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି