ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଆଉ ୩ଟି ଅଗ୍ନିଶମ ସେବା କେନ୍ଦ୍ର,ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରେ ଆଉ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ!-->…