ଜେଲ୍ରେ ସାବିତ୍ରୀ ବ୍ରତ ପାଳିଲେ ଅର୍ଚ୍ଚନା ନାଗ
ଜେଲରେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି ଅର୍ଚ୍ଚନା ନାଗ । ହନିଟ୍ରାପ୍ ଓ ବ୍ଲାକମେଲିଂ ମାମଲାରେ ଝାରପଡା ଜେଳରେ ଥିବା ଜଗବନ୍ଧୁ ଚାନ୍ଦଙ୍କ ପତ୍ନୀ ଅର୍ଚ୍ଚନା ନାଗ ସାବିତ୍ରୀ ବ୍ରତ ପାଳନ କରିଛନ୍ତି । ଅର୍ଚ୍ଚନାଙ୍କ ସହ ୨୩ ଜଣ ମହିଳା ଅନ୍ତେବାସୀ ପାଳନ କରିଥିଲେ ସାବିତ୍ରୀ ବ୍ରତ ।
!-->!-->!-->…
