ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି, ସଂଧ୍ୟା ୬ରୁ ୪ ଘଣ୍ଟା ଦର୍ଶନ ବନ୍ଦ
ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ!-->…