Odia News Portal
Browsing Tag

odisha

ରାଜ୍ୟରେ ଆଉ ୧୧ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଅଛନ୍ତି। ଆଜି

ଡେପୁଟି ରେଞ୍ଜରଙ୍କ ସନ୍ଦେହଜନକ ମୃତଦେହ ଠାବ

ଡେପୁଟି ରେଞ୍ଜରଙ୍କ ସନ୍ଦେହଜନକ ମୃତ୍ୟୁ । ରାୟଗଡ଼ା କଲ୍ୟାଣସିଂହପୁର ସରକାରୀ କ୍ବାର୍ଟର୍ସରୁ ମିଳିଲା ଡେପୁଟି ରେଞ୍ଜର ବ୍ରଜମୋହନ ଭୋଇଙ୍କ ମୃତଦେହ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । କଲ୍ୟାଣସିଂହପୁର ଥାନା ସଦର ମହକୁମାରେ ଘଟିଛି ଏହି ଅଭାବନୀୟ ଘଟଣା । ଘଟଣା

ଆଜି ଆକାଶରେ ଚମକିବ ଗୋଲାପୀ ଜହ୍ନ

ଆଜି ପୂର୍ଣ୍ଣିମା ଅବସରରେ ଆକାଶରେ ଚମକିବ ଗୋଲାପୀ ଜହ୍ନ । ଏଥିରେ କିଛି ସତ୍ୟତା ରହିଛି ନା ଆଉ କିଛି । ଏନେଇ ପଠାଣୀ ସାମନ୍ତ ପ୍ଲାନେଟୋରିୟମର ଉପ-ନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ ଏହା ପଛର ସତ୍ୟତା ଦର୍ଶାଇଛନ୍ତି । କ’ଣ ଏହି ଗୋଲାପୀ ଜହ୍ନ । ଏହା କେବଳ ଏକ ନାମକରଣ ଯାହାକି ଉତ୍ତର

4 ଜିଲ୍ଲାରେ ଭୂକମ୍ପ ଝଟକା

ଚାରି ଜିଲ୍ଲାରେ ମୃଦୁ ଭୂକମ୍ପ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ଦିନ ପ୍ରାୟ 11ଟା 19 ମିନିଟରେ ଗଞ୍ଜାମ, ନୟାଗଡ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା 3.5 ଥିଲା । ଭୂକମ୍ପର

ଆସନ୍ତା ୭ରେ ଲଘୁଚାପ

ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ

ବିହାରୀ ମିସ୍ତ୍ରୀ ହତ୍ୟାକାଣ୍ଡ,୨ ଗିରଫ

କଟକ ବିଡ଼ାନାସୀ ଭୁଆଶୁଣୀ ପଠାରେ ଜଣେ ବିହାରୀ ମିସ୍ତ୍ରୀକୁ ହତ୍ୟାକାଣ୍ଡ ଘଟଣାରେ ପୁଲିସ୍ ଦୁଇଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ମୁନିକାଲ୍ ଓ ତା’ ସହଯୋଗୀ କୈଳାସ । ସୁପାରୀ ନେଇ ଏମାନେ ହତ୍ୟାକାଣ୍ଡ ଭିଆଇଥିବା ସ୍ୱୀକାର କରିଥିବା ବେଳେ ସୁପାରୀ ଦେଇଥିବା ପଙ୍କଜକୁ

ଘୋଷଣା ହୋଇପାରେ ବିଜେଡିର ମେୟର ପ୍ରାର୍ଥୀ ତାଲିକା

ଆସନ୍ତା ପୌର ନିର୍ବାଚନ ପାଇଁ ଖୁବଶୀଘ୍ର ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିବାକୁ ଯାଉଛି ବିଜେଡ଼ି । ଭୁବନେଶ୍ୱର, ବ୍ରହ୍ମପୁର ଓ କଟକ ମହାନଗର ନିଗମ ଲାଗି ମେୟର ପ୍ରାର୍ଥୀ ଘୋଷଣା କରିବ ଦଳ । ସଭାପତି ନବୀନ ପଟ୍ଟନାୟକଙ୍କ ମୋହର ପରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ । ଏ ନେଇ ସୂଚନା

ରାଜ୍ୟରେ ୫ ଦିନ ଶୁଖିଲା ପାଗ, ୭ ପରେ ବଢିବ ପାରଦ

ଆସନ୍ତା ୫ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ୫ ଦିନ ପରେ ରାଜ୍ୟର ପାରଦ ବଢ଼ିବା ସହ ଗରମ ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୭ରୁ ୧୨ ତାରିଖ ଭିତରେ ଗରମ ଦ୍ରୁତ ଗତିରେ ବୃଦ୍ଧି ପାଇବା ସମ୍ଭାବନା ରହିଛି ।ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା

ରାଜଧାନୀରୁ ନକଲି ସିବିଆଇ ଅଫିସର ଗିରଫ

ରାଜଧାନୀରୁ ନକଲି ସିବିଆଇ ଅଫିସର ଗିରଫ । ନକଲି ସିବିଆଇ ଅଧିକାରୀ ନିଖିଳ ସ୍ବାଇଁକୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ । ନିରୀହ ଲୋକଙ୍କୁ ମିଛ ପରିଚୟ ଦେଇ ଠକୁଥିଲା ଏହି ଠକ । ସୂଚନା ମୁତାବକ ନିଖିଳ ଜଣେ ଭିନ୍ନକ୍ଷମ ବୋଲି ଜଣା ପଡ଼ିଛି । ଜଣେ ମୋବାଇଲ ଦୋକାନୀଙ୍କୁ ତାଙ୍କ ଝିଅର ଚିକିତ୍ସା

ସାଇବର ଠକଙ୍କ କବଜାରେ ରାଜଧାନୀ

ଫେବୃଆରୀ ମାସରେ ରାଜଧାନୀରେ ସାଇବର ଠକମାନେ ୨୫୪ ଜଣଙ୍କୁ ଲୁଟିଛନ୍ତି । ଫୋନ କରି ଲୁଟ କରିଛନ୍ତି ସାଇବର ଲୁଟେରା । ୧ କୋଟି ୩୯ ଲକ୍ଷ ୬୦ ହଜାର ର ୪୭୯ ଟଙ୍କା ଲୁଟିଛନ୍ତି ସାଇବର ଠକ୍ । ଅଭିଯୋଗ ପରେ ଫେରସ୍ତ ହୋଇଛି ୧୦ ଲକ୍ଷ ୫୨ ହଜାର ୮୦୨ ଟଙ୍କା । ୧୨ ଲକ୍ଷ ୭୩ ହଜାର ୪୮୩ ଟଙ୍କା ବ୍ଲକ୍