ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ
ଶେଷ ହେଲା ପ୍ରଥମ ପର୍ୟ୍ୟାୟ ପଞ୍ଚାୟତ ନିର୍ବାଚନ । ରାଜ୍ୟର ୩୦ ଜିଲ୍ଲାର ୭୧ ବ୍ଲକରେ ଶେଷ ହେଲା ମତଦାନ । ଦିନ ୧୧ଟା ସୁଦ୍ଧା ୩୦ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ସବୁଠି ଶାନ୍ତି ଶୃଙ୍ଖଳାର ସହିତ ମତଦାନ ହୋଇଛି । ପ୍ରତି ବ୍ଲକ ହେଡକ୍ୱାଟରରେ!-->…