ଗିରଫ ହେଲେ କୋଟିପତି ଡାକ୍ତର
ଭିଜିଲାନ୍ସ ଇତିହାସରେ ରେକର୍ଡ । ଡାକ୍ତରଙ୍କ ସମ୍ପତ୍ତି ଦେଖି ଜଳକା ହେଇଗଲେ ଭିଜିଲାନ୍ସ ଅଧିକାରୀ । ଗିରଫ ହୋଇଛନ୍ତି କାକଟପୁର ଚାରିଛକରେ କାର୍ୟ୍ୟରତ ଡାକ୍ତର ସୁକାନ୍ତ ଜେନା । ସାରା ରାତି ଡାକ୍ତରଙ୍କ ଘରେ ଚାଲିଥିଲା ଟଙ୍କା ଗଣା । ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଖୋଲିଛି ଡାକ୍ତର!-->…
