ତପସ୍ୱିନୀ ସୁମିତି ବିବାଦ ମାମଲା:ଭରଣ ପୋଷଣ ପାଇଁ ନିର୍ଦ୍ଦେଶ
ବହୁଚର୍ଚ୍ଚିତ ଡିମ୍ପଲ-ସୁମିତ ବିବାଦ ମାମଲାରେ ଆଜି ଆସିଛି କୋର୍ଟଙ୍କ ରାୟ । ତପସ୍ୱିନୀଙ୍କୁ ମାସିକ ଭରଣପୋଷଣ ବାବଦ ଟଙ୍କା ପ୍ରଦାନ ସଂପର୍କିତ ତଳକୋର୍ଟଙ୍କ ରାୟ ହାଇକୋର୍ଟରେ କାଏମ ରହିଛି । ପ୍ରତିମା ୧୦ ତାରିଖ ସୁଦ୍ଧା ଭରଣପୋଷଣ ଦେବା ପାଇଁ ସୁମିତଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ପୂର୍ବରୁ!-->…