ଓଡିଶାରେ ୨୧ ଲକ୍ଷ ଲୋକ ନେଇନାହାଁନ୍ତି ଟିକା
ଓଡିଶାରେ ଜାରି ରହିଛି କରୋନା ଟିକାକରଣ । ଏବେ ସୁଦ୍ଧା ରାଜ୍ୟରେ ୫ କୋଟି ୬୨ ଲକ୍ଷ ଡୋଜ୍ ଦିଆସରିଛି । ପ୍ରଥମ ଡୋଜ୍ ଟିକା ୯୩.୫ ପ୍ରତିଶତ ଲୋକ ନେଇଥିବା ବେଳେ ଦ୍ୱିତୀୟ ଡୋଜ୍ ଟିକା ନେଇଛନ୍ତି ୭୪ ପ୍ରତିଶତ ଲୋକ । ଏବେ ସୁଦ୍ଧା ରାଜ୍ୟରେ ୨୧ଲକ୍ଷ ଲୋକ ଟିକା ନେଇ ନଥିବା ପରିବାର!-->…