Odia News Portal
Browsing Tag

odisha

ରାଜ୍ୟରେ ପୁଣି ବଢିଲା ଶୀତ ଥରିଲା ଓଡିଶା

ରାଜ୍ୟରେ ବଢିଲା ଜାଡ, ଥରିଲା ଓଡିଶା । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ, ଓଡିଶା ର ୧୦ଟି ସହରର ରାତ୍ରି ତାପମାତ୍ରା ୧୦ ଡିଗ୍ରି ତଳେ ରହିଥିଲା। ଦାରିଙ୍ଗବାଡ଼ି ଏବଂ ଫୁଲବାଣୀ ସବୁଠାରୁ ଥଣ୍ଡା ସହର। ଏହି ଦୁଇ ସହରରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରି ରେକର୍ଡ କରାଯାଇଛି।

ଉଦ୍ଧାର ହୋଇଛନ୍ତି ଦାଦନ ଶ୍ରମିକ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ୧୪ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି । ଏମାନଙ୍କୁ ବାହାରକୁ ଚାଲାଣ କରୁଥିବା ସର୍ଦ୍ଦାର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଦାଦନ ଶ୍ରମିକ ମାନେ ଲାଠୋର ଥାନା ଓ ପାଟଣାଗଡ଼ ଥାନା ଅଞ୍ଚଳ ର ବିଛିଲିବାହାଲ ଓ ଯୋଗୀମୁଣ୍ଡା

ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତି କମିବାରେ ଲାଗିଛି

ଓଡିଶାରେ କମି କମି ଯାଉଛି କରୋନା ସଂକ୍ରମଣ । କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ରାଜ୍ୟରେ କମିବାରେ ଲାଗିଛି । ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟରେ

କଟକରୁ ୧୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କଲା ପୋଲିସ

କଟକ ଲାଲବାଗ ଥାନା ଅଞ୍ଚଳରୁ ପୁଣି ୧୦ ଲକ୍ଷରୁ ଊଦ୍ଧ୍ୱର୍ ଟଙ୍କାର ବ୍ରାଉନସୁଗାର ଜବତ କରିଛି ପୋଲିସ । ୧୦୬ ଗ୍ରାମ୍ର ବ୍ରାଉନସୁଗର ଜବତ ହୋଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଦୁଇ ଜଣ ହେଲେ ଅଭିମନ୍ୟୁ ପଣ୍ଡା ଓ ଜ୍ୟାକି । ଅଭିଯୁକ୍ତମାନଙ୍କ ଠାରୁ ୨ ଲକ୍ଷ ୮୦ ହଜାର

ଓଡିଶାରେ ୨୧ ଲକ୍ଷ ଲୋକ ନେଇନାହାଁନ୍ତି ଟିକା

ଓଡିଶାରେ ଜାରି ରହିଛି କରୋନା ଟିକାକରଣ । ଏବେ ସୁଦ୍ଧା ରାଜ୍ୟରେ ୫ କୋଟି ୬୨ ଲକ୍ଷ ଡୋଜ୍ ଦିଆସରିଛି । ପ୍ରଥମ ଡୋଜ୍ ଟିକା ୯୩.୫ ପ୍ରତିଶତ ଲୋକ ନେଇଥିବା ବେଳେ ଦ୍ୱିତୀୟ ଡୋଜ୍ ଟିକା ନେଇଛନ୍ତି ୭୪ ପ୍ରତିଶତ ଲୋକ । ଏବେ ସୁଦ୍ଧା ରାଜ୍ୟରେ ୨୧ଲକ୍ଷ ଲୋକ ଟିକା ନେଇ ନଥିବା ପରିବାର

ରାଜ୍ୟରେ କମି କମି ଯାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୭ ହଜାର ୪୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଓଡିଶାରେ ୫ ହଜାର ୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ହଜାର ୪୧୯ ଜଣ ଚିହ୍ନଟ

ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ଯୋରଦାର ପ୍ରଚାର

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ଯୋରଦାର ପ୍ରଚାର କାର୍ଯ୍ୟକ୍ରମ । ପଞ୍ଚାୟତ ପରୀକ୍ଷା ପାଖେଇ ଆସୁଥିବାରୁ ତତ୍ପର ନେତା ଓ ଜନତା । ଗାଁ ଗାଁରେ ପୋଷ୍ଟର, ବ୍ୟାନର ଛାଇଗଲାଣି । କରୋନା କଟକଣା ଯୋଗୁଁ ସାଧାରଣ ସଭା, ଶୋଭାଯାତ୍ରା ଉପରେ ଅଙ୍କୁଶ ଥିବାରୁ ଡୋର୍ ଟୁ ଡୋର୍

ଓଡିଶାରେ ୨୨ ଜଣଙ୍କୁ ମିଳିବ ସାହାସିକତା ପଦକ

ସାଧାରଣତନ୍ତ୍ର ଦିବସ ପୂର୍ବରୁ ସାହସିକତା ପୋଲିସ ପଦକ ଘୋଷଣା କରାଯାଇଛି । ଓଡିଶାରୁ ୨୨ଜଣଙ୍କୁ ମିଳିବ ଏହି ମେଡାଲ । ଉଲ୍ଲେଖନୀୟ ସେବା ପାଇଁ ୨ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିବ । ସାହସିକତା ପାଇଁ ୯ ପୋଲିସ ଅଧିକାରୀ ଏବଂ ୧୧ ଜଣଙ୍କୁ ଉତ୍କୃଷ୍ଟ ସେବା ପାଇଁ ପଦକ ପ୍ରଦାନ କରାଯାଇଛି ।

ଆଜିଠାରୁ କଟକରେ ପ୍ରଥମ ଓଡିଶା ଓପନ ବ୍ୟାଡମିଣ୍ଟନ

ଆଜିଠୁ କମ୍ପିବ କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ । ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ ଖେଳାଯିବ ବିଡବ୍ଲ୍ୟୁଏଫ୍ ଓଡ଼ିଶା ଓପନ୍ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ । ଏହି ପ୍ରତିଯୋଗିତାରେ ସାରା ବିଶ୍ୱର ୩୦୦ରୁ ଅଧିକ ବଛାବଛା ଖେଳାଳିଙ୍କ ସହ ୧୦୦ରୁ ଅଧିକ ଅଫିସିଆଲ୍ସ ଭାଗ ନେବେ ।

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇବ ଚୂଡାନ୍ତ ପାର୍ଥୀ ତାଲିକା

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା । ଏହାସହ ଆଜି ମଧ୍ୟ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସୁଯୋଗ ବି ରହିଛି । ପଞ୍ଚାୟତ ନିର୍ବାଚନ ପାଇଁ ଘରକୁ ଘର ଗାଁ ରୁ ଗାଁ ବୁଲି ଭୋଟ୍ ମାଗୁଛନ୍ତି ପ୍ରାର୍ଥୀ । ଦଳୀୟ ଚିହ୍ନରେ ପ୍ରତିଦ୍ୱନ୍ଦ୍ୱିତା