ଓଡିଶାରେ ଓମିକ୍ରନ ଗୋଷ୍ଠୀ ସଂକ୍ରମଣ ମୁହାଁ
ଓଡିଶା ଓମିକ୍ରନ ଗୋଷ୍ଠୀ ସଂକ୍ରମଣ ମୁହାଁ । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହା କହିଛନ୍ତି । ଗୋଷ୍ଠୀ ସଂକ୍ରମଣର ଅର୍ଥ ସ୍ଥାନୀୟ ଅଂଚଳରେ ଓମିକ୍ରମ ସଂଖ୍ୟାରେ ବୃଦ୍ଧି । ରାଜ୍ୟରେ କେତେ ପ୍ରତିଶତ ସଂକ୍ରମଣ ହେଲାଣି, ତାହା ଜାଣିବା ପାଇଁ ଆମକୁ ଅପେକ୍ଷା କରିବାକୁ ପଡିବ । କିଛି!-->…
