ନୂଆବର୍ଷରୁ ଏଟିଏମର ଟଙ୍କା କାରବାର ହେବ ମହଙ୍ଗା
ଆସନ୍ତା ଜାନୁଆରି ପହିଲାରୁ ଦେଶରେ ଏଟିଏମ୍ କାରବାର ମହଙ୍ଗା ହେବ। ମାସିକ ମାଗଣା କାରବାର ଶେଷ ହେବା ପରେ ଗ୍ରାହକଙ୍କୁ କାରବାର ପିଛା ୨୧ ଟଙ୍କା ସହ ଜିଏସଟି ବାବଦକୁ ଅଧିକ ଟଙ୍କା ଗଣିବାକୁ ପଡ଼ିବ। ରିଜର୍ଭ ବ୍ୟାଙ୍କ ବ୍ୟାଙ୍କଗୁଡ଼ିକୁ ଉଭୟ ଆର୍ଥିକ ଓ ଅଣ ଆର୍ଥିକ କାରବାର ଶୁଳ୍କ ବୃଦ୍ଧିପାଇଁ!-->…