Odia News Portal
Browsing Tag

odisha

ବଢୁଛି ଓମିକ୍ରନ ଭୟ

ଦେଶରେ ଓମିକ୍ରନ ଆତଙ୍କ ବଢିବାରେ ଲାଗିଛି । ଜୟପୁରର ଗୋଟିଏ ପରିବାରରୁ ସମସ୍ତେ ଓମିକ୍ରନ ଆକ୍ରାନ୍ତ ହୋଇଥିବା ଜଣା ପଡିଛି । ସେହିଭଳି ରାଜସ୍ଥାନରେ ମଧ୍ୟ ୯ ଜଣ ଓମିକ୍ରନ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଯେଉଁମାନେ ସମସ୍ତେ ଓମିକ୍ରନ ଦ୍ୱାରା ଆକ୍ରାନ୍ତ ହେଇଥିଲେ ସମସ୍ତେ ଦକ୍ଷିଣ

ଆଜିଠୁ ବଦଳିବ ପାଗ

ବାତ୍ୟା ଦୁର୍ବଳ ହୋଇ ପଶ୍ଚିମବଙ୍ଗ ଆଡକୁ ଚାଲି ଯାଇଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପାଗ ମେଘୁଆ ରହିଛି । ଉତ୍ତର ଓ ଉପକୂଳ ଓଡିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ମଧ୍ୟ ପାଣିପାଗ ବିଭାଗ ଆକଳନ କରିଛନ୍ତି । ଏହା ସହ ଆସନ୍ତା କାଲିଠୁ ପାଗରେ ପରିବର୍ତ୍ତନ ଆସିବ ଏବଂ ଶୀତ ଆରମ୍ଭ

ସ୍କୁଲ ଡେଇଁନ. କିନ୍ତୁ ଡାକ୍ତରୀ ଛାତ୍ର

ସ୍କୁଲ ଡେଇଁନି, କିନ୍ତୁ ଫେସବୁକ, ଟ୍ୱିଟର, ଇନଷ୍ଟାଗ୍ରାମ, ଡେଟିଂ ଓ ମାଟ୍ରିମୋନି ସାଇଟ ପ୍ରୋଫାଇଲରେ ଏମକେସିଜିରେ ପଢୁଥିବା ଡାକ୍ତରୀ ଛାତ୍ର ବୋଲି ଲେଖୁଥିଲା । ସୁଟ ବୁଟ ପିନ୍ଧା ଏମିତିକା ଫଟୋ ଛାଡୁଥିଲା ଯେ କାହାର ବି ସନ୍ଦେହ ହେବନି । ନିଜକୁ ବଡ ପରିବାରର ପିଲା କହି ଅନେକ ଝିଅହ୍କ ସହ

୪ ଦିନରେ ୫୨ ମିନିଟ୍

ଆଗୁଆ ବନ୍ଦ ହୋଇପାରେ ବିଧାନସଭା ଅଧିବେଶନ । ଗୃହରେ ହଟୁନି ଅଚଳାବସ୍ଥା । ନିଜ ନିଜ ଜିଦରେ ଅଟଳ ରହିଛନ୍ତି ଉଭୟ ଶାଶକ ଓ ବିରୋଧୀ ଦଳ । ୪ ଦିନରେ ମାତ୍ର ୪୨ ମିନିଟ ଚାଲିଛି ଗୃହ କାର୍ଯ୍ୟ । ଗୃହ କାର୍ଯ୍ୟ ସ୍ୱଭାବିକ ସ୍ଥିତିକୁ ଫେରାଇ ଆଣିବା ପାଇଁ କୈଣସି ସ୍ତରରେ ଉଦ୍ୟମ କରାଯାଇନାହିଁ ।

ସଂସଦ ଟିଭି ଆଙ୍କର ପଦରୁ ଇସ୍ତଫା ଦେଲେ ପ୍ରିୟଙ୍କା ଚତୁର୍ବେଦୀ

ସଂସଦ ଟିଭି ଆଙ୍କର ପଦରୁ ଇସ୍ତଫା ଦେଲେ ପ୍ରିୟଙ୍କା ଚତୁର୍ବେଦୀ । ଶିବସେନାର ରାଜ୍ୟସଭା ସାଂସଦ ପ୍ରିୟଙ୍କା ସଂସଦ ଟିଭିର ମେରୀ କାହାନୀ ସୋ’ର ଉପସ୍ଥାପିକା ଭାବେ ଦାୟିତ୍ୱ ତୁଲାଉଥିଲେ । ଅନ୍ୟ ୧୧ଜଣ ସାଂସଦଙ୍କ ସହ ପ୍ରିୟଙ୍କାଙ୍କୁ ରାଜ୍ୟସଭାରୁ ନିଲମ୍ବନ କରାଯିବା ପ୍ରତିବାଦରେ ସେ ଏଥିରୁ

ପୁରୀ ଠାରୁ ୭୦ କିଲୋମିଟର ଦୂରରେ ଜୱାଦ

ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର ଦୂରରେ

ସରକାରୀ ଚାକିରୀ ପାଇବାକୁ ତାମିଲ ଭାଷା ପାସ କରିବା ଜରୁରୀ

ଏଣିକି ତାମିଲନାଡୁରେ ସରକାରୀ ଚାକିରି କରିବାକୁ ହେଲେ ତାମିଲ ଭାଷାରେ କୃତକାର୍ଯ୍ୟ ହେବାକୁ ପଡିବ | ଯଦି ଜଣେ ତାମିଲ ଭାଷାରେ ପାସ କରିପାରିବ ନାହିଁ ତେବେ ସରକାରୀ ଚାକିରି ପାଇପାରିବ ନାହିଁ | ତାମିଲନାଡୁ ସରକାର ରାଜ୍ୟର ସରକାରୀ ସେବା ଓ ସରକାରୀ ଉଦ୍ୟୋଗରେ ଚାକିରି ପାଇଁ ତାମିଲ ଭାଷାରେ

ଜୱାଦ ପ୍ରଭାବରେ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ୨ ଫୁଟର ପାଣି

ଜଓ୍ୱାଦ ବାତ୍ୟା ଯୋଗୁଁ କୋଣାର୍କରେ ଗତକାଲି ମଧ୍ୟ ରାତିରୁ ପ୍ରବଳ ବର୍ଷା । ସୂର୍ୟ୍ୟ ମନ୍ଦିରର ଚାରିପଟେ ପାଣି ଜମି ରହିଛି । ପାଣି ନିଷ୍କାସନ ପାଇଁ ଏଏସଆଇ ପକ୍ଷରୁ ୩ଟି ମୋଟର ଲଗାଯାଇଛି । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ପସିଛି । ସେପଟେ ଲୋକେ ତଥା ପର୍ୟ୍ୟଟକ ନାହିଁ ନଥିବା

ବର୍ଷା ପାଇଁ ଚିନ୍ତାରେ ଚାଷୀ

ବାତ୍ୟା ନୁହେଁ ଏବେ ବର୍ଷା ଟେନସନ । ଚାଷୀଙ୍କ ଦୁଃଖ ଏବେ ଦୁଇଗୁଣା ହେଲାଣି । ପ୍ରଥମେ ବିଳମ୍ବିତ ମୌସୁମୀ ବର୍ଷା ପରେ ପୁଣି ପୋକ ଦାଉରୁ ଚାଷକୁ ବଞ୍ଚାଇବାର ଆପ୍ରାଣ ଉଦ୍ୟମ । କିନ୍ତୁ ଏବେ ପାଣିରେ ପଡିଲା ବର୍ଷକର କ୍ଷେତ । ବାତ୍ୟା ତ ଗଲା କିନ୍ତୁ ବର୍ଷା ବର୍ଷକର ପରିଶ୍ରମକୁ ପାଣିରେ ଭସାଇ

ବର୍ଷିବ ଆଉ ୧୨ ଘଣ୍ଟା

ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ମଧ୍ୟରାତ୍ରୀ ସୁଦ୍ଧା ଏହା ପଶ୍ଚିମବଙ୍ଗରେ ପହଞ୍ଚିବ । ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପ୍ରଭାବରେ ୧୨ଘଣ୍ଟା ଯାଏଁ ବର୍ଷା ଜାରି ରହିବ । ଆଉ ୧୨ଘଣ୍ଟା ପରେ ବର୍ଷା ପରିମାଣ କମିବ । ଦକ୍ଷିଣରୁ ଯାଇ ଉତ୍ତର ପୂର୍ବ ଓଡିଶାରେ