Odia News Portal
Browsing Tag

odisha

ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ

ସାରା ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ ଆତଙ୍କ ଖେଳାଇ ଦେଇଥିବା ବେଳେ ବିଦେଶ ଫେରନ୍ତାଙ୍କ ପାଇଁ ସଂଶୋଧିତ ଗାଇଡଲାଇନ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଡିସେମ୍ବର ପହିଲାରୁ ଏହି ଗାଇଡଲାଇନ ଲାଗୁ ହେବ । ସଂଶୋଧିତ ଗାଇଡଲାଇନ ଅନୁସାରେ, ଯାତ୍ରା ପୂର୍ବରୁ ୧୪ ଦିନର

ଆସୁଛି ଆଉ ଏକ ବାତ୍ୟା

ଆସୁଛି ବାତ୍ୟା । ଆସନ୍ତା ୩୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଡିସେମ୍ବର ୨ ରୁ ୪ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ବାତ୍ୟାର ରୂପ ନେବ ନା ଗଭୀର ଅବପାତରେ ସୀମିତ ରହିବ ତାହା

ଆଜିଠୁ ପାର୍ଲାମେଣ୍ଟ ଶୀତକାଳୀନ ଅଧିବେଶନ

ଆଜିଠୁ ପାର୍ଲାମେଣ୍ଟ ଶୀତକାଳୀନ ଅଧିବେଶନ ଆଜିଠାରୁ ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ପ୍ରଥମ ଦିନରେ ସରକାର ନୂଆ କୃଷି ଆଇନ ପ୍ରତ୍ୟାହାର ବିଲ ଆଣିବେ । କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ବିଲ ଆଗତ କରିପାରନ୍ତି । ଅଧିବେଶନ ପୂର୍ବରୁ ସରକାର ସର୍ବଦଳୀୟ ବୈଠକ

ଚନ୍ଦନେଶ୍ୱର ମନ୍ଦିର ସମ୍ମୁଖ ବଜାରରେ ଅଗ୍ନିକାଣ୍ଡ

ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ଚନ୍ଦନେଶ୍ୱର ମନ୍ଦିର ସମ୍ମୁଖ ବଜାରରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ୧୦ ରୁ ଅଧିକ ଦୋକାନ ଘର ସମ୍ପୁର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର ସମ୍ପୁର୍ଣ୍ଣ କାରଣ ଏଯାଏଁ ଜଣା ପଡନି । ବାଣ ଅଥବା ସିଗାରେଟ ଧୁଆଁରୁ ଏପରି

ଏବେ ଡ୍ରଗ୍ସ ନେଲେ ଯିବେନି ଜେଲ

ଡ୍ରଗ୍ସ କିମ୍ବା କୌଣସି ନିଶାଜାତ ଦ୍ରବ୍ୟ କବଳରେ ଫସିଥିବା ଲୋକଙ୍କୁ ସରକାର ଏବେ କୌଣସି ବି ପ୍ରକାର କଠୋରତା ପରିବର୍ତ୍ତେ ସହାନୁଭୂତି ସପକ୍ଷରେ ଅଛନ୍ତି। କାହିଁକିନା, ସରକାର ଏହା ସହ ଜଡ଼ିତ ଆଇନରେ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଲୋକଙ୍କ ପାଖରେ ଯଦି ନିଜେ ବ୍ୟବହାର ପାଇଁ

ତୃତୀୟ ଲହରୀ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ

ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଆଜି ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଓ ସଜାଗ ରହିବା ପାଇଁ ସବୁ ଜିଲ୍ଲାପାଳ, ଏସପି ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ

ଚିନ୍ତା ବଢାଉଛି ବୁର୍ଲା ଭିମସାର

ସମ୍ବଲପୁର ବୁର୍ଲା ଭୀମସାର୍‌ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣ ଛାତ୍ରଛାତ୍ରୀ ହୋଇଥିବାବେଳେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି। ପୂର୍ବରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତକାଲି ଆଉ ଜଣେ ଛାତ୍ର ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

ପୁଣି ଏକ ବାତ୍ୟା ଆଶଙ୍କା

ଆସୁଛି ବଡ଼ ବର୍ଷା। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏପରିକି ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  ଆଇଏମ୍‌ଡି ଡିଜି

ଆସନ୍ତା ୨ରୁ ଓଡିଶାରେ ପୁଣି ବର୍ଷା

ଆସନ୍ତା ୨ ତାରିଖରୁ ପୁଣି ଓଡ଼ିଶାରେ ଲଘୁଚାପ ବର୍ଷା ସମ୍ଭାବନା । ଆସନ୍ତା ୩୦ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୨ରୁ ୪ ତାରିଖ ମଧ୍ୟରେ ବର୍ଷା ହେବା ସମ୍ଭାବନା ରହିଛି ବୋଲି କହିଛନ୍ତି

ହ୍ୱାଟ୍ସଆପ ପେ’ ୟୁଜର୍ସଙ୍କ ସଖ୍ୟା ୨ କୋଟି ଟପିଲା

ଇନଷ୍ଟାଣ୍ଟ ମେସେଜିଂ ଆପ୍ ହ୍ୱାଟ୍ସଆପରେ କିଛି ମାସ ହେଲା ପେମେଣ୍ଟ ସର୍ଭିସ ଆରମ୍ଭ ହୋଇଛି । ଯାହାର ୟୁଜର୍ସ ସଂଖ୍ୟା ମାତ୍ର କିଛି ଦିନ ଭିତରେ ୨ କୋଟି ପାର୍ କରିଛି । ଆଉ ୟୁଜର୍ସ ସଂଖ୍ୟା ୨ କୋଟି ପାର୍ କରିବା ପରେ ହ୍ୱାଟ୍ସଆପ୍ କମ୍ପାନୀକୁ ମିଳିଛି ଏକ ଖୁସି ଖବର । ନ୍ୟାସନାଲ ପେମେଣ୍ଟ