Odia News Portal
Browsing Tag

odisha

ରଙ୍ଗାରଙ୍ଗ ମାହୋଲରେ କୋଣାର୍କ ମହାତ୍ସବ

ବିଶ୍ୱ ଐତିହ୍ୟ କୋଣାର୍କ ମନ୍ଦିର ଏବେ ଚଳଚଞ୍ଚଳ । ମୁକ୍ତାକାଶ ଖୋଲା ମଞ୍ଚରେ ଯୋଡ଼ି ହୋଇଛି ନୃତ୍ୟ ମହାକୁମ୍ଭ । ରଙ୍ଗବେରଙ୍ଗ ଆଲୋକମାଳାରେ ସଜେଇ ହୋଇଛି କୋଣାର୍କ । ସେପଟେ ରାଜ୍ୟ ପର୍ଯ୍ୟଟକ ବିଭାଗ ଦ୍ୱାରା ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜିତ ହୋଇଛି ୧୨ତମ ଅନ୍ତର୍ଜାତୀୟ ବାଲୁକା କଳା ।…

ତୁରନ୍ତ ତୈଳ ଦର ହ୍ରାସ ପାଇଁ ସମସ୍ୱରରେ ଦାବି

ରନ୍ଧନଗ୍ୟାସ, ପେଟ୍ରୋଲ, ଡିଜେଲ ଓ ଖାଉଟି ସାମଗ୍ରୀର ଅହେତୁକ ଦରବୃଦ୍ଧି ସହିତ ଓଡିଶାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘର ନଦେବାକୁ ହୋଇଥିବା ଷଡଯନ୍ତ୍ର ଏବଂ ବେକାରୀ ସମସ୍ୟାର ସମାଧାନ ପାଇଁ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିଜେଡିର ଆନ୍ଦୋଳନ ଜାରି ରହିଛି । ଗତକାଲି ପ୍ରଧାନମନ୍ତ୍ରୀ ଆବାସ…

ପରାଗ ବଦଳାଇଲେ ଟ୍ୱିଟରର ଏହି ନିୟମ

ଆଜି କାଲି ଯୁଗରେ ପ୍ରାୟ ସମସ୍ତେ ସୋସିଆଲ ମିଡିଆରେ ସକ୍ରିୟ ରହୁଛନ୍ତି । ସେହିଭଳି ଟ୍ୱିଟର ମଧ୍ୟ କେ ଲୋକପ୍ରିୟ ଆପ ଅଟେ । ଏହି ଆପ ଦ୍ୱାରାଲୋକମାନେ ନିଜକୁ ସବୁବେଳେ ଅପଡେଟ ରଖି ପାରୁଛନ୍ତି । ଟ୍ୱିଟରର ପୂର୍ବତନ ସିଇଓ ଜ୍ୟାକ ଡୋର୍ସି ପଦବୀ ଛାଡିବା ପରେ ସୋମବାର ଦିନ ଭାରତୀୟ ବଂଶୋଦ୍ଭବ…

ହନିଟ୍ରାପରେ ଫସୁଛନ୍ତି ଯୁବକ ଯୁବତୀ

ମାୟାଜାଲରେ ଫସାଉଛନ୍ତି । ଭୟ ଦେଖାଇ ଲୁଟୁଛନ୍ତି ପୁଲାପୁଳା ଟଙ୍କା ।ସୋସିଆଲ ମିଡିଆ , ମ୍ୟାଟ୍ରୋମୋନି ସାଇଟରେ ଚିହ୍ନା ପରିଚିତ, ବନ୍ଧୁତା, ପ୍ରେମ । ଆଉ ତାପରେ ପଡିଯାଆନ୍ତି ହନିଟ୍ରାପରେ । ଯୁବତୀ ହୁଅନ୍ତୁ କିମ୍ବା ଯୁବକ କେହି ବି ବାଦ ପଡୁନାହାଁନ୍ତି ଏଥିରୁ । ଏମିତି ପ୍ରତିଦିନ ଘଟଣା…

୩ ନିର୍ବାହୀ ଅଧିକାରୀଙ୍କୁ ମାଧ୍ୟତାମୂଳକ ଅବସର

ଅପାରଗ ତଥା ଦୁର୍ନୀତିଗ୍ରସ୍ତ ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର…

୧୦୦ କି.ମି ପବନ ବହିବ

ଅଧିକ ଘନାଉଛି ବାତ୍ୟା ଜୱାଦ । ଯାହାକୁ ନେଇ ଧୀରେ ଧୀରେ ତାର ଗତିବିଧି ଉପରେ ମଧ୍ୟ ନଜର ରଖାଯାଉଛି । ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅ ବପାତରେ ପରିଣତ ହେବ ବାତ୍ୟା । ୩ ତାରିଖ ସନ୍ଧ୍ୟା କିମ୍ବା ରାତି ସମୟରେ ଏହା ବାତ୍ୟାରେ ପରିଣତ ହୋଇପାରେ । ଏହା ଉତ୍ତର…

୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲେ ପ୍ରଶାସନ

ଗଞ୍ଜାମ ଜିଲ୍ଲା ବଡଗଡ ଧରାକୋଟ ସୀମାନ୍ତରେ ଥିବା ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ ପ୍ରଶାସନ । ବଡଗଡ ଥାନା ସାବା କାରିପଲ୍ଲୀ ପାହାଡିଆ ଜଙ୍ଗଲ ଜମିରେ ଚାଷ ହୋଇଥିବା ଏକାଧୀକ ଏକର ଗଞ୍ଜେଇ ଗଛ କଟା ଅଭିଯାନ ଆରମ୍ଭ ହୋଇଛି । ଆସିକା ଏସଡିପିଓଙ୍କ ନେତୃତ୍ୱରେ ଏହି ଚଢାଉ କରାଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ୯୫ଟି ମେଲ ଓ ଏକ୍ଲପ୍ରେସ ବାତିଲ

ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ । ସମ୍ଭାବ୍ୟ ବାତ୍ୟା ଜୱାଦକୁ ଦୃଷ୍ଠିରେ ରଖି ୩ ଓ ୪ ତାରିଖରେ ଯାତ୍ରା କରିବାକୁ ଥିବା ଟ୍ରେନକୁ ବାତିଲ କରାଯାଇଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ…

୨୫ଟି ଦେଶକୁ ମାଡିଗଲାଣି ‘ଓମିକ୍ରନ’

ଦେଶରୁ ଦେଶକୁ ଡେଉଁଛି କରୋନାର ନୂଆ ପ୍ରଜାତି ଓମିକ୍ରନ । ଏପର୍ୟ୍ୟନ୍ତ ବିଶ୍ୱର ୨୫ ରାଷ୍ଟ୍ରରୁ ୨ଶହରୁ ଅଧିକ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେଲେଣି । ବୁଧବାର ଆମେରିକାର କାଲିଫର୍ଣ୍ଣିଆରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ବ୍ୟକ୍ତି ସେ କିଛି ଦିନ ତଳେ…

କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୪ ତାରିଖରେ ଉପକୂଳ ଓଡିଶାରେ ସର୍ବାଧିକ ପ୍ରଭାବ ରହିପାରିବ । ୩ ତାରିଖ ସଂଧ୍ୟାଠାରୁ ଦକ୍ଷିଣ ଉପକୂଳ ଓଡିଶାରେ ହାଲୁକାରୁ…