Odia News Portal
Browsing Tag

odisha

ବଲାଙ୍ଗୀର ଗସ୍ତରେ ପୋଲିସ ଡିଜି ଅଭୟ

ଦିନିକିଆ ବଲାଙ୍ଗୀର ଗସ୍ତରେ ପୋଲିସ ଡିଜି ଅଭୟ । ସ୍ୱତନ୍ତ୍ର ହେଲିକାପ୍ଟର ଯୋଗେ ଆଜି ବଲାଙ୍ଗୀରରେ ପହଞ୍ଚିଛନ୍ତି ପୋଲିସ ଡିଜି । ଜିଲ୍ଲାର ମାଓ ସ୍ଥିତି ନେଇ ସମୀକ୍ଷା କରିବେ ପୋଲିସ ଡିଜି ଅଭୟ । ଏହି ବୈଠକରେ ଆଇଜି ଅପରେସନ ଅମିତାଭ ଠାକୁର , SIW DIG ଅନିରୁଦ୍ଧ ସିଂ ଏବଂ

ଭୁବନେଶ୍ୱରରୁ ସୁପାରୀ କିଲର ଗିରଫ

ରାଜଧାନୀ ଭୁବନେଶ୍ୱରରେ ମର୍ଣ୍ଣିଂୱାକରେ ବାହାରିଥିଲେ ଜଣେ ବ୍ୟବସାୟୀ ।ସେ ଜାଣି ନଥିଲେ ଯେ ତାଙ୍କୁ ଜଣେ ମାରିବାକୁ ଛକି ବସିଛି । ହେଲେ ଏହି କଥା ପୋଲିସକୁ ଜଣା ଥିଲା । ତେଣୁ ସୁପାରୀ କିଲର ଜଣକ କିଛି ଅଘଟଣ ଘଟାଇବା ପୂର୍ବରୁ ତାକୁ ଧରି ନେଇଥିଲା ପୋଲିସ । ଧରା ପଡିଥିବା ସୁପାରୀ କିଲର

ପଡିଶା ଘରକୁ ପିଠା ଖାଇବାକୁ ଯାଇ ୨ ବର୍ଷର ଶିଶୁ ନିଖୋଜ

ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ନିମା ଗ୍ରାମର ୨ ବର୍ଷର ଶିଶୁ ନିଖୋଜ । ପରିବାର ପକ୍ଷରୁ ଏନେଇ ଥାନାରେ ଏତଲା ଦିଆଯାଇଛି । ନିଖୋଜ ଶିଶୁ ହେଉଛନ୍ତି ଉମାକାନ୍ତ ପ୍ରଧାନଙ୍କ ଝିଅ ସସ୍ମିତା ପ୍ରଧାନ । ସସ୍ମିତା ପ୍ରଥମାଷ୍ଟମି ପାଇଁ ୮.୩୦ ବେଳକୁ ସଜବାଜ ହୋଇ ନୂଆ ଡ୍ରେସ ପିନ୍ଧି ଘର ପାଖ ପଡିଶା

ବସ୍ ଭିତରେ ମାସ୍କ ନପିନ୍ଧିଲେ ୫୦୦ ଫାଇନ୍

କରୋନା କଟକଣା ସତ୍ୱେ ଆଜି ମଧ୍ୟ ଦିନକୁ ଦିନ କରୋନା ବୃଦ୍ଧି ପାଉଛି । କରୋନା କବଳରୁ ଲୋକମାନଙ୍କୁ ରକ୍ଷା କରିବାକୁ ରାଜ୍ୟ ସରକାର ଏକ ନୂଆ ଆଇନ ଲାଗୁ କରିଛନ୍ତି । ଏଣିକି ବସ୍ ଭିତରେ ଯାତ୍ରା କଲେ ମାସ୍କ ବ୍ୟବହାର କରିବା ନିହାତି ଜରୁରୀ ହୋଇଛି । ଯଦି ଆପଣ ମାନେ ବସ୍ ଭିତରେ ଯାତ୍ରା କରିବା

ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଗାଡିକୁ ଅଣ୍ଡାମାଡ

ରାଜ୍ୟରେ ଥମୁନି ଅଣ୍ଡାମାଡର ରାଜନୀତି । ଦିନକୁ ଦିନ ବଢିଚାଲିଛି ଅଣ୍ଡାମାଡ । ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରତିଦିନ ନେତା ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାରିବା ଘଟଣା ସାମ୍ନାକୁ ଆସୁଛି ।ଏହି ଅଣ୍ଡା ରାଜନୀତିରେ ସବୁଠାରୁ ଚର୍ଚ୍ଚାରେ ରହିଛନ୍ତି ନେତା ମନ୍ତ୍ରୀ ମାନେ । ମମିତା ମେହେର ହତ୍ୟା

ଏଣିକି ନଡା ଜାଳିବା ଅପରାଧ ନୁହେଁ

ଏବେ ନଡ଼ା ଜାଳିବା ଆଉ ଅପରାଧ ନୁହେଁ। ଏହାକୁ ଅପରାଧ ଶ୍ରେଣୀରୁ ହଟାଇ ଦିଆଯାଇଛି। କୃଷକଙ୍କ ଗୋଟିଏ ପରେ ଗୋଟିଏ ଦାବି ମାନୁଛନ୍ତି ସରକାର । କୃଷି ଆଇନ୍ ପ୍ରତ୍ୟାହାର ପରେ କୃଷକଙ୍କର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ମାନିଛନ୍ତି ଭାରତ ସରକାର । କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର

ଡିସେମ୍ବର ୧୫ରୁ ଆନ୍ତର୍ଜାତୀୟ ବିମାନ ଉଡାଣ ଆରମ୍ଭ

ଆସନ୍ତା ଡିସେମ୍ବର ୧୫ରୁ ଦେଶରେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ସେବା। କେବଳ ୧୪ଟି ଦେଶ ପାଇଁ ଭାରତ ଏହି ସେବା ଆରମ୍ଭ ହୋଇପାରେ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣ ଆରମ୍ଭରୁ ପର୍ଯ୍ୟାୟକ୍ରମେ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା

ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା

ଅପରେସନ ନୀଳ ଜହର

କନ୍ଧମାଳ ଜ଼ିଲ୍ଲା କ. ନୂଆଗାଁ ଥାନା ଅଞ୍ଚଳରେ ପୋଲିସ ଓ ଅବକାରୀ ବିଭାଗର ପୁଣି ଅପରେସନ ନୀଳ ଜହର । ଶୁକ୍ରବାର କ. ନୂଆଗାଁ ଥାନା ଅନ୍ତର୍ଗତ ସାଇନପଡା ଗ୍ରାମ ପଞ୍ଚାୟତର ନଦୀ ତଟବର୍ତ୍ତୀ ଅଞ୍ଚଳର ଉପାନ୍ତ ନନ୍ଦମାହା ଓ କିରାକେତା ଗାଁରେ ନଷ୍ଟ କରାଗଲା ଗଞ୍ଜେଇ ଚାଷ । ସରକାରୀ ଜମି ଓ ଜଙ୍ଗଲ

ଉତ୍କଳ ବିଶ୍ୱବିଦ୍ୟାଳୟର ଆଜି ପ୍ରତିଷ୍ଠା ଦିବସ

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ ପାଳନ ହେବ । ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ କକ୍ଷ (କନଭୋକେସନ୍‌ ହଲ୍‌)ରେ ସକାଳ ୧୦ଟା ୩୦ରେ ହେବାକୁ ଥିବା ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ । ସେହିପରି