Odia News Portal
Browsing Tag

odisha

ଡିସେମ୍ବର ପହିଲାରୁ ଆରମ୍ଭ ହେବ ବିଧାନସଭା

ଡିସେମ୍ବର ପହିଲାରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ । ଏହାପୂର୍ବରୁ ସୋମବାର ଦିନ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି ।ଚଳିତ ବର୍ଷ ୨୬ ଦିନ ଚାଲିବ ବିଧାନସଭା ବୋଲି ବାଚସ୍ପତି ସୂଚନା ଦେଇଛନ୍ତି । ବାଚସ୍ପତି ଆହୁରୀ ମଧ୍ୟ କରିଛନ୍ତି ଯେ, ବିଧାନସଭା ଆସନ୍ତା ୧ ରୁ ୩୧

ପୁଣି ମାତିଲେ ମାଓବାଦୀ

ପୁଣି ମାତିଲେ ମାଓବାଦୀ। ରାୟଗଡା ଜିଲ୍ଲା ଅନ୍ତର୍ଗତ ନିୟମଗିରି ପାହାଡର ବିଭିନ୍ନ ସ୍ଥାନରେ ବ୍ୟାନର ଓ ପୋଷ୍ଟର ଲଗାଇଲେ ମାଓବାଦୀ। ଆସନ୍ତା ଡିସେମ୍ବର ୨ ରୁ ୮ ତାରିଖ ପର‌୍ୟ୍ୟନ୍ତ ପିଏଲଜିଏ ସପ୍ତାହ ପାଳନ ପାଇଁ ମାଓବାଦୀମାନେ ଏଥିରେ ଉଲ୍ଲେଖ କରିଛନ୍ତି। ପାରସାଲି ପଞ୍ଚାୟତ ଅନ୍ତର୍ଗତ

ଭିଜିଲାନ୍ସ ଜାଲରେ କନଷ୍ଟେବଳ

ଭିଜିଲାନ୍ସ ଜାଲରେ କନଷ୍ଟେବଳ । ବ୍ରହ୍ମପୁର ପୋଲିସରେ କନଷ୍ଟେବଳ ନଂ ୭୪୨ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି ।ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢଉ କରାଯାଉଛି । ଏକକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢଉ କରିଛି । ବ୍ରହ୍ମପୁରସ୍ଥିତ ୩ ମହଲା କୋଠା,

ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀ

ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀ । ବହିଷ୍କୃତ ଆଇଏଫଏସ ଅଧିକାରୀ ଅଭୟ ପାଠକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ହାଜର ହୋଇଛନ୍ତି ପ୍ରଦୀପ ପାଣିଗ୍ରାହୀ । ଚତୁର୍ଥ ଥର ନୋଟିସ ପରେ ଇଡିରେ ହାଜର ହେଲେ ପ୍ରଦୀପ । ଶୁକ୍ରବାର ଦିନ ପ୍ରଦୀପଙ୍କ ଝିଅ ଶ୍ରୁତି ଇଡିରେ ହାଜର ହୋଇଥିଲେ ।

ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ

ସାରା ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ ଆତଙ୍କ ଖେଳାଇ ଦେଇଥିବା ବେଳେ ବିଦେଶ ଫେରନ୍ତାଙ୍କ ପାଇଁ ସଂଶୋଧିତ ଗାଇଡଲାଇନ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଡିସେମ୍ବର ପହିଲାରୁ ଏହି ଗାଇଡଲାଇନ ଲାଗୁ ହେବ । ସଂଶୋଧିତ ଗାଇଡଲାଇନ ଅନୁସାରେ, ଯାତ୍ରା ପୂର୍ବରୁ ୧୪ ଦିନର

ଆସୁଛି ଆଉ ଏକ ବାତ୍ୟା

ଆସୁଛି ବାତ୍ୟା । ଆସନ୍ତା ୩୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଡିସେମ୍ବର ୨ ରୁ ୪ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ବାତ୍ୟାର ରୂପ ନେବ ନା ଗଭୀର ଅବପାତରେ ସୀମିତ ରହିବ ତାହା

ଆଜିଠୁ ପାର୍ଲାମେଣ୍ଟ ଶୀତକାଳୀନ ଅଧିବେଶନ

ଆଜିଠୁ ପାର୍ଲାମେଣ୍ଟ ଶୀତକାଳୀନ ଅଧିବେଶନ ଆଜିଠାରୁ ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ପ୍ରଥମ ଦିନରେ ସରକାର ନୂଆ କୃଷି ଆଇନ ପ୍ରତ୍ୟାହାର ବିଲ ଆଣିବେ । କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ବିଲ ଆଗତ କରିପାରନ୍ତି । ଅଧିବେଶନ ପୂର୍ବରୁ ସରକାର ସର୍ବଦଳୀୟ ବୈଠକ

ଚନ୍ଦନେଶ୍ୱର ମନ୍ଦିର ସମ୍ମୁଖ ବଜାରରେ ଅଗ୍ନିକାଣ୍ଡ

ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ଚନ୍ଦନେଶ୍ୱର ମନ୍ଦିର ସମ୍ମୁଖ ବଜାରରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ୧୦ ରୁ ଅଧିକ ଦୋକାନ ଘର ସମ୍ପୁର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର ସମ୍ପୁର୍ଣ୍ଣ କାରଣ ଏଯାଏଁ ଜଣା ପଡନି । ବାଣ ଅଥବା ସିଗାରେଟ ଧୁଆଁରୁ ଏପରି

ଏବେ ଡ୍ରଗ୍ସ ନେଲେ ଯିବେନି ଜେଲ

ଡ୍ରଗ୍ସ କିମ୍ବା କୌଣସି ନିଶାଜାତ ଦ୍ରବ୍ୟ କବଳରେ ଫସିଥିବା ଲୋକଙ୍କୁ ସରକାର ଏବେ କୌଣସି ବି ପ୍ରକାର କଠୋରତା ପରିବର୍ତ୍ତେ ସହାନୁଭୂତି ସପକ୍ଷରେ ଅଛନ୍ତି। କାହିଁକିନା, ସରକାର ଏହା ସହ ଜଡ଼ିତ ଆଇନରେ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଲୋକଙ୍କ ପାଖରେ ଯଦି ନିଜେ ବ୍ୟବହାର ପାଇଁ

ତୃତୀୟ ଲହରୀ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ

ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଆଜି ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଓ ସଜାଗ ରହିବା ପାଇଁ ସବୁ ଜିଲ୍ଲାପାଳ, ଏସପି ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ