କୋରାପୁଟରେ ଆରମ୍ଭ ହେବ ନୂଆ ଅଧ୍ୟାୟ
ଶନିବାର ବିଏସକେଓ୍ୱାଇରେ ଯୋଡିହୋଇଛି କୋରାପୁଟ । କୋରାପୁଟ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ସଭାଗୃହରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ!-->…