Odia News Portal
Browsing Tag

odisha

ଡିସେମ୍ବର ୧୫ରୁ ଆନ୍ତର୍ଜାତୀୟ ବିମାନ ଉଡାଣ ଆରମ୍ଭ

ଆସନ୍ତା ଡିସେମ୍ବର ୧୫ରୁ ଦେଶରେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ସେବା। କେବଳ ୧୪ଟି ଦେଶ ପାଇଁ ଭାରତ ଏହି ସେବା ଆରମ୍ଭ ହୋଇପାରେ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣ ଆରମ୍ଭରୁ ପର୍ଯ୍ୟାୟକ୍ରମେ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା

ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା

ଅପରେସନ ନୀଳ ଜହର

କନ୍ଧମାଳ ଜ଼ିଲ୍ଲା କ. ନୂଆଗାଁ ଥାନା ଅଞ୍ଚଳରେ ପୋଲିସ ଓ ଅବକାରୀ ବିଭାଗର ପୁଣି ଅପରେସନ ନୀଳ ଜହର । ଶୁକ୍ରବାର କ. ନୂଆଗାଁ ଥାନା ଅନ୍ତର୍ଗତ ସାଇନପଡା ଗ୍ରାମ ପଞ୍ଚାୟତର ନଦୀ ତଟବର୍ତ୍ତୀ ଅଞ୍ଚଳର ଉପାନ୍ତ ନନ୍ଦମାହା ଓ କିରାକେତା ଗାଁରେ ନଷ୍ଟ କରାଗଲା ଗଞ୍ଜେଇ ଚାଷ । ସରକାରୀ ଜମି ଓ ଜଙ୍ଗଲ

ଉତ୍କଳ ବିଶ୍ୱବିଦ୍ୟାଳୟର ଆଜି ପ୍ରତିଷ୍ଠା ଦିବସ

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ ପାଳନ ହେବ । ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ କକ୍ଷ (କନଭୋକେସନ୍‌ ହଲ୍‌)ରେ ସକାଳ ୧୦ଟା ୩୦ରେ ହେବାକୁ ଥିବା ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ । ସେହିପରି

କୋରାପୁଟରେ ଆରମ୍ଭ ହେବ ନୂଆ ଅଧ୍ୟାୟ

ଶନିବାର ବିଏସକେଓ୍ୱାଇରେ ଯୋଡିହୋଇଛି କୋରାପୁଟ । କୋରାପୁଟ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ସଭାଗୃହରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ

ଓଡିଆର ପର୍ବ ପ୍ରଥମାଷ୍ଠମୀରେ ଜ୍ୟେଷ୍ଠ ସନ୍ତାନଙ୍କୁ ବନ୍ଦାପନା

ଶନିବାର ପୋଢୁଆଁଷ୍ଟମୀ ବା ପ୍ରଥମାଷ୍ଟମୀ । ମାର୍ଗଶୀର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ‘ପ୍ରଥମାଷ୍ଟମୀ’ ପାଳନ କରାଯାଏ । ଓଡ଼ିଶାର ଏହା ଏକ ପାରମ୍ପରିକ ପର୍ବ । ପ୍ରତ୍ୟେକ ଓଡ଼ିଆ ଘରେ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ କାମନା ପାଇଁ ପୂଜାବିଧି ଅନୁଷ୍ଠିତ

ପରିବା ଦରରେ ନିଆଁ

ପରିବା ଦର ଆକାଶ ଛୁଆଁ । ପଡ଼ୋଶୀ ଯୋଗାଉଛନ୍ତି ଆମେ କିଣୁଛୁ । କାର୍ତ୍ତିକ ସରି ମାର୍ଗଶିର ମାସ ଆସିଲା, ତଥାପି ପନିପରିବା ଦର ତଳକୁ ଖସୁନି । ବଜାରକୁ ଯାଇ ପରିବା ଦର ପଚାରିଲେ ଲାଗୁଛି ଯେମିତି ଜଣେ ଆଉ ଜଣକୁ ଟକ୍କର ଦେଉଛି । ଯେଉଁ ଜିଲ୍ଳାର ପନିପରିବା ପଡ଼ୋଶୀ ଜିଲ୍ଳା ତଥା ପଡୋଶୀ ରାଜ୍ୟକୁ

ବିଧାୟକଙ୍କ ହେବ କରୋନା ଟେଷ୍ଟ

ଡିସେମ୍ବର ୧ରୁ ଆରମ୍ଭ ହେଉଥିବା ବିଧାନସଭା ଶୀତ ଅଧିବେଶନ ପାଇଁ ବାଧ୍ୟତାମୂଳକ କରାଯାଇଛି କରୋନା ଟେଷ୍ଟ । ବିଧାନସଭା କର୍ମଚାରୀଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ, ବିଧାୟକ,ସାମ୍ବାଦିକ ଓ ସୁରକ୍ଷା କର୍ମୀଙ୍କ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏଥିପାଇଁ ୩ ଦିନ ଧରି କରାଯିବ

ୟୁପିକୁ ମୋଦୀଙ୍କ ବଡ ଉପହାର

ଦେଶର ସବୁଠୁ ବଡ଼ ବିମାନ ବନ୍ଦରର ହେଲା ଶିଳାନ୍ୟାସ । ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତରାଷ୍ଟ୍ରୀୟ ଏୟାରପୋର୍ଟର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ୨୦୨୪ ସୁଦ୍ଧା ଏହି ବିମାନ ବନ୍ଦର କାମ ସଂପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୦ ହଜାର ୫୦

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦିଲ୍ଲୀ ବିଧାନସଭା ଶାନ୍ତି କମିଟିର ସମନ । ଶିଖ୍ ସମାଜକୁ ଖଲିସ୍ତାନୀ କହିବା ଅଭିଯୋଗରେ କଙ୍ଗନାଙ୍କୁ ଏହି ସମନ୍ କରାଯାଇଛି । ଏଥିସହିତ ଆପ୍ ବିଧାୟକ ରାଘବ ଚଡ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ଦିଲ୍ଲୀ ବିଧାନସଭାର ଶାନ୍ତି ଓ ସଦଭାବ୍ କମିଟି କଙ୍ଗନାଙ୍କୁ ଡିସେମ୍ବର