ସରିଲା ମାଟ୍ରିକ ପରୀକ୍ଷା, ଏପ୍ରିଲ ୩ରୁ ଖାତାଦେଖା
ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜି ସରିଛି । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଥିଲା। ରାଜ୍ୟର ମୋଟ ୩୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା। ମାର୍ଚ୍ଚ ୧୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା।
ଏଣେ ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ!-->!-->!-->…