Odia News Portal
Browsing Tag

odisha

ଅଣ୍ଡା ତରକାରୀ ପାଇଁ ମାଆକୁ ହତ୍ୟା

ଯେଉଁ ମା’ ଦଶମାସ ଗର୍ଭରେ ରଖି ଜନ୍ମ ଦେଇଥିଲା, ପଣତ କାନିରେ ନିଜ ମୁହଁ ପୋଛି ଦେଉଥିଲା। ସେହି ମାକୁ’ ହାଣି ହତ୍ୟା କଲା ପୁଅ। ଏପରି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡା ସଦରଥାନା ଅନ୍ତର୍ଗତ ଇବ୍ ଗାଁରେ। ମୃତ ମହିଳା ଜଣଙ୍କ ହେଲେ କୁମୋଦିନୀ ଭୋଇ। ତାଙ୍କୁ ୪୫ବର୍ଷ ହୋଇଥିଲା। ଅଭିଯୁକ୍ତ ପୁଅ

ପରମବୀର ସିଂଙ୍କୁ ପଳାତକ ଘୋଷଣା

ବେଆଇନ ଅର୍ଥ ଆଦାୟ ମାମଲାରେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଏବେ ସ୍ଥାନୀୟ ଅଦାଲତ ପଳାତକ ଘୋଷଣା କରିଛନ୍ତି । ଅଦାଲତର ଆଦେଶ ପରେ ଜୁହୁ ସ୍ଥିତି ପରମବୀର ସିଂଙ୍କ ବାସଭବନ ବାହାରେ ଏକ ନୋଟିସ ଲଗାଯାଇଛି । ଅନ୍ୟପଟେ ସୋମବାରଦିନ ପରମବୀର ସିଂଙ୍କ ଓକିଲ ସୁପ୍ରିମ କୋର୍ଟରେ

ଜୁନିଅର ବିଶ୍ୱକପ ହକି ପାଇଁ କଳିଙ୍ଗ ପ୍ରସ୍ତୁତ

ବିଶ୍ୱ ହକିର ପରିଚିତ କେନ୍ଦ୍ର ପାଲଟିଛି ଭୁବନେଶ୍ୱରର ଆଇକନିକ୍ କଳିଙ୍ଗ ଷ୍ଟାଡିୟମ । ଭାରତର ହକି ହୋମ୍ ଭାବେ ଲୋକପ୍ରିୟତା ହାସଲ କରିଥିବା କଳିଙ୍ଗ ହକି ଷ୍ଟାଡିୟମ ଆଉ ଏକ ବିଶ୍ୱ ଟୁର୍ଣ୍ଣାମେଂଟ ଆୟୋଜନ ପାଇଁ ପ୍ରସ୍ତୁତ । ଏଥର କଳିଙ୍ଗରେ ଆୟୋଜିତ ହେଉଛି ଜୁନିିଅର ବିଶ୍ୱକପ୍ ହକି । ଏଥିପାଇଁ

ଭକ୍ତ ଦେଖିବେ ଭଗବାନଙ୍କ ନୂଆ ରୂପ

ପ୍ରଗତି ପଥରେ ଆଗେଇ ଚାଲିଛି ଶ୍ରୀକ୍ଷେତ୍ରର ରୂପରେଖ। ଦେଖିବାକୁ ମିଳିଛି ବହୁ ପ୍ରତିକ୍ଷୀତ ଶ୍ରୀଜଗନ୍ନାଥ ହେରିଟେଜ୍ କରିଡର ର ଝଲକ। କିଭଳି ଭାବେ ଶ୍ରୀମନ୍ଦିର ଚୌହଦୀ ରୂପରେଖ ବଦଳାଯିବ, ତା’ର ଚିଠା ଡିଜାଇନ୍ ୨୦୧୯ରେ ପ୍ରସ୍ତୁତ କରାଯାଇଥିଲା। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ

ବିଲେଇ ସହ ଖେଳୁିଥିବାର ନଜର ଆସିଲେ ବିରାଟ

ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୫ ନଭେମ୍ବରରେ ଟେଷ୍ଟ ସିରିଜ ଆରମ୍ଭ ହେବ । ଏହି ମ୍ୟାଚ୍ ପାଇଁ କାନପୁରରେ ଉଭୟ ଟିମର ଖେଳାଳୀ ପହଞ୍ଚିଛନ୍ତି । ତେବେ ପ୍ରଥମ ମ୍ୟାଚରେ ବିରାଟ କୋହଲି ବିଶ୍ରାମ ନେଇଥିବା ବେଳେ ଦ୍ୱିତୀୟ ମ୍ୟାଚରେ ଦଳ ସହ ଯୋଗ ଦେବେ । ତେବେ ଦ୍ୱିତୀୟ ଟେଷ୍ଟରେ ଟିମ ସହ

ପୋଲିସ ସେବା ସର୍ଭେ ରିପୋର୍ଟ ଅନୁଶାରେ ୫ମ ସ୍ଥାନରେ ଓଡିଶା

ପ୍ରକାଶ ପାଇଛି ଦେଶର ପୋଲିସ୍ ସେବାକୁ ନେଇସର୍ଭେ ରିପୋର୍ଟ । ଏଥିରେ ବିହାର ଓ ଉତ୍ତରପ୍ରଦେଶ ଭଳି ରାଜ୍ୟର ସ୍ଥିତି ଅତି ନୈରରାଶ୍ୟ ଜନକ ବୋଲି ରିପୋର୍ଟରେ ଦର୍ଶାଯାଇଛି । ଅନ୍ୟପଟେ ଏହି କ୍ଷେତ୍ରରେ ଦକ୍ଷିଣ ରାଜ୍ୟ ଗୁଡିକରେ ପୋଲସର ପ୍ରଦର୍ଶନ ଭଲ ରହିଛି ବୋଲି ଇଣ୍ଡିଆନ୍ ପୋଲିସ ଫାଉଣ୍ଡେସନ୍

ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କୁ କରୋନା

ଫ୍ରାନ୍ସରେ କରୋନା ଭୂତାଣୁ ପୁଣିଥରେ ବଢିବାରେ ଲାଗିଛି । ଦେଶର ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନିଜକୁ ଅଲଗା କରିଦେଇଛନ୍ତି ଏବଂ ସେ ଏକ ବନ୍ଦ କୋଠରୀରୁ କାର୍ଯ୍ୟ ଜାରି ରଖିବେ । ଏହାପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଝିଅ କରୋନା ସଂକ୍ରମିତ

ଭୀମସାରରେ ୭ ଛାତ୍ର କରୋନା ପଜିଟିଭ

ବୁର୍ଲା ଭୀମସାରରେ ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ୨୨ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଆଉ ୭ ଜଣ ଛାତ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ସଂକ୍ରମଣ ବୃଦ୍ଧି ପାଇବା ପରେ ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷର ଅଫଲାଇନ ପରୀକ୍ଷା ବାତିଲ

ଭାରତକୁ ମିଳିବ ଆଉ ଏକ ବଡ ଅସ୍ତ୍ର

ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆସନ୍ତା ମାସ ୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଦୁଇ ଦେଶ ମଧ୍ୟରେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି । ସେଗୁଡ଼ିକ ମଧ୍ୟରେ ରହିଛି ଆମେଥିଠାରେ ପ୍ରସ୍ତାବିତ

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ।ବଙ୍ଗୋପସାଗରରେ ଏ ମାସରେ ଏହା ହେଉଛି ଚତୁର୍ଥ ଲଘୁଚାପ । ଆସନ୍ତା ୨୯ ଓ ୩୦ ତାରିଖରେ ଏହା ତାମିଲନାଡୁ ଉପକୂଳ ଛୁଇଁବ ।