ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲା ୨୮୮ କରୋନା ସଂକ୍ରମିତ
ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବା ବେଳେ ଗତ ୨ ଦିନ ହେଲା ସଂକ୍ରମଣ ସାମନ୍ୟ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି!-->…
