Odia News Portal
Browsing Tag

odisha

ଖାଉଟି ମୁଣ୍ଡରେ ଚଡକ

ପେଟ୍ରୋଲ ଭଳି ଟମାଟୋର କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଶୀତ ଦିନେ ଟମାଟୋ କେଜି ପିଛା ୨୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକା ଓ ତାମିଲନାଡୁରେ ବର୍ଷା ବିତ୍ପାତ୍ତ ଯୋଗୁ ଟମାଟୋ କେଜି ପିଛା ୧୦୦ ଟଙ୍କାରୁ

ନୁଦୁରାମ ସୋରେନଙ୍କୁ ମିଳିଲାମରଣତ୍ତୋର ବୀର ଚକ୍ର

ଲଦାଖର ଗଲୱାନ୍ ଘାଟିରେ ଅପରେସନ୍ ସ୍ନୋ ଲିଓପାର୍ଡ ବେଳେ ଚାଇନାର ସେନା ସହ ଲହୁଲୁହାଣ ହୋଇ ସହିଦ ହୋଇଥିବା ଓଡ଼ିଆ ସେନା ଅଧିକାରୀ ନୁଦୁରାମ ସୋରେନ ମରଣୋତ୍ତର ବୀର ଚକ୍ରରେ ସମ୍ମାନିତ ହୋଇଛନ୍ତି। ନାଏବ ସୁବେଦାର ନୁଦୁରାମଙ୍କ ପତ୍ନୀ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ମରଣୋତ୍ତର

ଡିଜେ ସାଉଣ୍ଡରେ ମରିଗଲେ ୬୦ କୁକୁଡା

ଡିଜେ ବାଜିବାରୁ ହୃଦଘାତରେ ମରିଗଲେ ୬୦ରୁ ଅଧିକ କୁକୁଡ଼ା। ଏନେଇ କୁକୁଡ଼ା ଚାଷୀ ରଞ୍ଜିତ ପରିଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ନୀଳଗିରି ଥାନା ଅନ୍ତର୍ଗତ କାଣ୍ଡଗରଡ଼ି ଗାଁରେ । ସୂଚନାଅନୁସାରେ, ଗତକାଲି କାଣ୍ଡଗରଡ଼ି ଗାଁର ଜଣଙ୍କର ଝିଅ ବାହାଘରକୁ

ନିୟମିତ ହେବ ଠିକା ଡାଟାଏଣ୍ଟ୍ରି ଅପରେଟର

ରାଜ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର। ଠିକା ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ କାର୍ଯ୍ୟରତ ଅଛନ୍ତି ଡାଟାଏଣ୍ଟ୍ରି ଅପରେଟର। ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି

ଅଣ୍ଡା ତରକାରୀ ପାଇଁ ମାଆକୁ ହତ୍ୟା

ଯେଉଁ ମା’ ଦଶମାସ ଗର୍ଭରେ ରଖି ଜନ୍ମ ଦେଇଥିଲା, ପଣତ କାନିରେ ନିଜ ମୁହଁ ପୋଛି ଦେଉଥିଲା। ସେହି ମାକୁ’ ହାଣି ହତ୍ୟା କଲା ପୁଅ। ଏପରି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡା ସଦରଥାନା ଅନ୍ତର୍ଗତ ଇବ୍ ଗାଁରେ। ମୃତ ମହିଳା ଜଣଙ୍କ ହେଲେ କୁମୋଦିନୀ ଭୋଇ। ତାଙ୍କୁ ୪୫ବର୍ଷ ହୋଇଥିଲା। ଅଭିଯୁକ୍ତ ପୁଅ

ପରମବୀର ସିଂଙ୍କୁ ପଳାତକ ଘୋଷଣା

ବେଆଇନ ଅର୍ଥ ଆଦାୟ ମାମଲାରେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଏବେ ସ୍ଥାନୀୟ ଅଦାଲତ ପଳାତକ ଘୋଷଣା କରିଛନ୍ତି । ଅଦାଲତର ଆଦେଶ ପରେ ଜୁହୁ ସ୍ଥିତି ପରମବୀର ସିଂଙ୍କ ବାସଭବନ ବାହାରେ ଏକ ନୋଟିସ ଲଗାଯାଇଛି । ଅନ୍ୟପଟେ ସୋମବାରଦିନ ପରମବୀର ସିଂଙ୍କ ଓକିଲ ସୁପ୍ରିମ କୋର୍ଟରେ

ଜୁନିଅର ବିଶ୍ୱକପ ହକି ପାଇଁ କଳିଙ୍ଗ ପ୍ରସ୍ତୁତ

ବିଶ୍ୱ ହକିର ପରିଚିତ କେନ୍ଦ୍ର ପାଲଟିଛି ଭୁବନେଶ୍ୱରର ଆଇକନିକ୍ କଳିଙ୍ଗ ଷ୍ଟାଡିୟମ । ଭାରତର ହକି ହୋମ୍ ଭାବେ ଲୋକପ୍ରିୟତା ହାସଲ କରିଥିବା କଳିଙ୍ଗ ହକି ଷ୍ଟାଡିୟମ ଆଉ ଏକ ବିଶ୍ୱ ଟୁର୍ଣ୍ଣାମେଂଟ ଆୟୋଜନ ପାଇଁ ପ୍ରସ୍ତୁତ । ଏଥର କଳିଙ୍ଗରେ ଆୟୋଜିତ ହେଉଛି ଜୁନିିଅର ବିଶ୍ୱକପ୍ ହକି । ଏଥିପାଇଁ

ଭକ୍ତ ଦେଖିବେ ଭଗବାନଙ୍କ ନୂଆ ରୂପ

ପ୍ରଗତି ପଥରେ ଆଗେଇ ଚାଲିଛି ଶ୍ରୀକ୍ଷେତ୍ରର ରୂପରେଖ। ଦେଖିବାକୁ ମିଳିଛି ବହୁ ପ୍ରତିକ୍ଷୀତ ଶ୍ରୀଜଗନ୍ନାଥ ହେରିଟେଜ୍ କରିଡର ର ଝଲକ। କିଭଳି ଭାବେ ଶ୍ରୀମନ୍ଦିର ଚୌହଦୀ ରୂପରେଖ ବଦଳାଯିବ, ତା’ର ଚିଠା ଡିଜାଇନ୍ ୨୦୧୯ରେ ପ୍ରସ୍ତୁତ କରାଯାଇଥିଲା। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ

ବିଲେଇ ସହ ଖେଳୁିଥିବାର ନଜର ଆସିଲେ ବିରାଟ

ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୫ ନଭେମ୍ବରରେ ଟେଷ୍ଟ ସିରିଜ ଆରମ୍ଭ ହେବ । ଏହି ମ୍ୟାଚ୍ ପାଇଁ କାନପୁରରେ ଉଭୟ ଟିମର ଖେଳାଳୀ ପହଞ୍ଚିଛନ୍ତି । ତେବେ ପ୍ରଥମ ମ୍ୟାଚରେ ବିରାଟ କୋହଲି ବିଶ୍ରାମ ନେଇଥିବା ବେଳେ ଦ୍ୱିତୀୟ ମ୍ୟାଚରେ ଦଳ ସହ ଯୋଗ ଦେବେ । ତେବେ ଦ୍ୱିତୀୟ ଟେଷ୍ଟରେ ଟିମ ସହ

ପୋଲିସ ସେବା ସର୍ଭେ ରିପୋର୍ଟ ଅନୁଶାରେ ୫ମ ସ୍ଥାନରେ ଓଡିଶା

ପ୍ରକାଶ ପାଇଛି ଦେଶର ପୋଲିସ୍ ସେବାକୁ ନେଇସର୍ଭେ ରିପୋର୍ଟ । ଏଥିରେ ବିହାର ଓ ଉତ୍ତରପ୍ରଦେଶ ଭଳି ରାଜ୍ୟର ସ୍ଥିତି ଅତି ନୈରରାଶ୍ୟ ଜନକ ବୋଲି ରିପୋର୍ଟରେ ଦର୍ଶାଯାଇଛି । ଅନ୍ୟପଟେ ଏହି କ୍ଷେତ୍ରରେ ଦକ୍ଷିଣ ରାଜ୍ୟ ଗୁଡିକରେ ପୋଲସର ପ୍ରଦର୍ଶନ ଭଲ ରହିଛି ବୋଲି ଇଣ୍ଡିଆନ୍ ପୋଲିସ ଫାଉଣ୍ଡେସନ୍