Odia News Portal
Browsing Tag

odisha

ଟିକା ନେଇ ନଥିଲେ ମିଳିବନି ମଦ

କରୋନା ମହାମାରୀ ବିରୋଧରେ ଲଢିବାକୁ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଛି । ତେବେ ଗୁରୁବାର କୋ-ୱିନ୍ ଆପରୁ ମିଳିଥିବା ରିପୋର୍ଟ ଅନୁସାରେ ଦେଶରେ ୧ ଶହ ୧୫ କୋଟି ଲୋକ ଟିକା ନେଇସାରିଲେଣି । ମାତ୍ର କିଛି ଲୋକ ଟିକାର ଉଭୟ ଡୋଜ ବା ଗୋଟିଏ ଡୋଜ ବି ନେଇନାହାନ୍ତି । ସେଥିପାଇଁ ସେମାନଙ୍କୁ ସଚେତନ

ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଦିନ ପ୍ରାୟ ୧୧ଟା ୩୦ ମିନିଟ୍ ସମୟରେ ହେଲିକାପ୍ଟର ଯୋଗେ ଅନୁଗୋଳ ଷ୍ଟାଡିୟମରେ ପହଞ୍ଚି BSKY କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ଷ୍ଟେଜ ଉପରେ ୫ଟି ବ୍ଲକର ୫ ଜଣଙ୍କୁ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାରେ ମୋଟ

କାର୍ତ୍ତିକ ପୂର୍ଣ୍ଣିାରେ ସୁନାବେଶ

ପବିତ୍ର କାର୍ତ୍ତିକ ପୁଣ୍ଣିମାରେ କରୋନା କଟକଣା ପାଇଁ ଚଳିତ ବର୍ଷ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଦର୍ଶନ ବାରଣ କରାଯାଇଛି । ଫଳରେ ବାହାରୁ ପତିତପାବନ ଦର୍ଶନ କରି ଭକ୍ତଙ୍କୁ ସନ୍ତୁଷ୍ଟ ହେବାକୁ ପଡ଼ୁଛି । ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜାରାଜେଶ୍ୱର ତଥା ସୁନା ବେଶ । କାର୍ତ୍ତିକ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ବର୍ଷା ସମ୍ଭାବନା

ଅବପାତର ରୂପ ନେଇ ତାମିଲନାଡୁ ମୁହାଁ ହେଲା ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଯାହାଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର ୪ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତିରେ ହାଲକା ଧରଣର ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏହା ଛଡ଼ା

ଆଜି ଶତାଦ୍ଧୀର ଦୀର୍ଘତମ ଚନ୍ଦ୍ରଗ୍ରହଣ

ଆଜି ୫୮୦ ବର୍ଷ ପରେ ଦୃଶ୍ୟମାନ ହେବ ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ । କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ସଂଘଟିତ ହେବ । ଅଷ୍ଟ୍ରେଲିଆ, ଆମେରିକା, ଆଲାସ୍କା ହାୱାଇର କିଛି ଅଂଶ ତଥା ଉତ୍ତର-ପଶ୍ଚମ ଓ ଉତ୍ତର-ୟୁରୋପର କିଛି ଅଂଚଳରେ ଦୃଶ୍ୟମାନ ହେବ । ଭାରତ କିମ୍ବା ଓଡ଼ିଶାରେ ଏହା

କରୋନା କଟକଣାକୁ ମାନି ଡଙ୍ଗା ଭସାଇଲେ ଲୋକେ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । କରୋନା କଟକଣା ସତ୍ୱେ ଲୋକେ ବିଭିନ୍ନ ସ୍ଥାନରେ ଡ଼ଙ୍ଗା ଭସାଇବାର ଚିତ୍ର ଦେଖିବାକୁ ମିଳିଛି । ଲୋକେ ପରିବାର ସହିତ ଏଭଳି ଡଙ୍ଗା ଭସାଉଛନ୍ତି, ଯାହାକୁ ଦେଖିଲେ ଲାଗୁନି ଯେ ଆଉ କରୋନାର ପ୍ରଭାବ ଅଛି । କଟକ ସହରରେ ସର୍ବସାଧାରଣ ଡଙ୍ଗାଭସା ଉପରେ କଟକଣା

ଦେଶକୁ ମିଳିବ ପ୍ରଥମ ସ୍ୱଦେଶୀ ହେଲିକପ୍ଟର

ଆଜିର ଦିନ ଭାରତୀୟ ସେନା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ଆଜି ଭାରତୟ ବାୟୁସେନାକୁ ମିଳିବ ପ୍ରଥମ ସ୍ୱଦେଶୀ ଆଟାକ ହେଲିକପ୍ଟର । ସବୁଠାରୁ ଖାସ ଓ ଗର୍ବ କରିବାର କଥା ହେଲା, ଏହା ବିଦେଶରୁ ଅଣାଯାଇନାହିଁ , ବରଂ ଦେଶରେ ତିଆରି ହୋଇଛି । ଏହି ଲାଇଟ କମ୍ବେଟ ହେଲିକପ୍ଟର, ଏଲସିଏଚକୁ

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ

ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ଗତ ଅକ୍ଟୋବର ମାସ ୧ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ହୋଇଥିଲା ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା। ରାଜ୍ୟର ପ୍ରାୟ ୧୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଯେଉଁ ଛାତ୍ରଛାତ୍ରୀମାନେ ଯୁକ୍ତ ଦୁଇର ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ

ପ୍ରତିଶୋଧ ନେଲା ଭାରତ

ନୂଆ ପ୍ରଶିକ୍ଷକ ରାହୁଲ ଦ୍ରାବିଡ଼ ଓ ନୂଆ ଅଧିନାୟକ ରୋହିତ ଶର୍ମାଙ୍କ ଯୁଗ ବିଜୟରୁ ଆରମ୍ଭ ହୋଇଛି । ଟି-୨୦ ବିଶ୍ବକପ୍‌ରୁ ଭାରତ ବିଦାୟର ପ୍ରମୁଖ କାରଣ ପାଲଟିଥିବା ନ୍ୟୁଜିଲାଣ୍ଡକୁ ମାତ୍ର କିଛି ଦିନ ପରେ ଏହି ଦୁଇ ଜଣଙ୍କ ବଳିଷ୍ଠ ରଣନୀତି ବଳରେ ୫ ୱିକେଟ୍‌ରେ ହରାଇ ଦେଇଛି ଭାରତ । ତା’ ସହ

ଆଜିଠୁ ଖାଲି ଥିବା ସିଟ୍ ପୂରଣ

ଯୁକ୍ତ୨ରେ ଖାଲିଥିବା ସିଟ୍‌ ପୂରଣ ପାଇଁ ତୃତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତ ପାଠ୍ୟକ୍ରମରେ ନାମ ଲେଖାଇବାକୁ ଥିବା ଆଶାୟୀ ଛାତ୍ରଛାତ୍ରୀ ଆଜି ପୂର୍ବାହ୍ନ ୧୧ଟା ୩୦ରୁ ୨୨ ତାରିଖ ରାତି ୧୧ଟା ୫୫ ପର୍ଯ୍ୟନ୍ତ ଆବେଦନ