Odia News Portal
Browsing Tag

odisha

ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କୁ କରୋନା

ଫ୍ରାନ୍ସରେ କରୋନା ଭୂତାଣୁ ପୁଣିଥରେ ବଢିବାରେ ଲାଗିଛି । ଦେଶର ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନିଜକୁ ଅଲଗା କରିଦେଇଛନ୍ତି ଏବଂ ସେ ଏକ ବନ୍ଦ କୋଠରୀରୁ କାର୍ଯ୍ୟ ଜାରି ରଖିବେ । ଏହାପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଝିଅ କରୋନା ସଂକ୍ରମିତ

ଭୀମସାରରେ ୭ ଛାତ୍ର କରୋନା ପଜିଟିଭ

ବୁର୍ଲା ଭୀମସାରରେ ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ୨୨ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଆଉ ୭ ଜଣ ଛାତ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ସଂକ୍ରମଣ ବୃଦ୍ଧି ପାଇବା ପରେ ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷର ଅଫଲାଇନ ପରୀକ୍ଷା ବାତିଲ

ଭାରତକୁ ମିଳିବ ଆଉ ଏକ ବଡ ଅସ୍ତ୍ର

ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆସନ୍ତା ମାସ ୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଦୁଇ ଦେଶ ମଧ୍ୟରେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି । ସେଗୁଡ଼ିକ ମଧ୍ୟରେ ରହିଛି ଆମେଥିଠାରେ ପ୍ରସ୍ତାବିତ

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ।ବଙ୍ଗୋପସାଗରରେ ଏ ମାସରେ ଏହା ହେଉଛି ଚତୁର୍ଥ ଲଘୁଚାପ । ଆସନ୍ତା ୨୯ ଓ ୩୦ ତାରିଖରେ ଏହା ତାମିଲନାଡୁ ଉପକୂଳ ଛୁଇଁବ ।

ଲାଞ୍ଚ ନେଉଥିଲେ, ଧରା ପଡ଼ିଲେ

ନୂଆପଡ଼ା: ମହଙ୍ଗା ପଡ଼ିଲା ଲାଞ୍ଚ ନେବା । ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ନୂଆପଡା ଜିଲ୍ଲା ସିନାପାଲି ବ୍ଲକ୍ର ଆଇସିଡିଏସ ସୁପରଭାଇଜର ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସିନାପାଲି ବ୍ଲକ୍ –ସାଗୁନଭାଡି -୨ ଅଙ୍ଗନବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତି ପାଇଁ ବିକାଶ ରଞ୍ଜନ ବାଗ୍ଙ୍କଠାରୁ

ଓଡ଼ିଶା ପ୍ରାକୃତିକ ସମ୍ପଦର ଅଡିଟ୍ କରିବ ସିଏଜି

ଭୁବନେଶ୍ୱର: ପ୍ରାକୃତିକ ସମ୍ପଦ ଓ ଲୋକାଲ୍ ବଡିର ଅଡିଟ୍ ହେବ । ଏନେଇ ଭୁବନେଶ୍ୱରରେ ସିଏଜି ଗିରିଶଚନ୍ଦ୍ର ମୁର୍ମୁ ସୂଚନା ଦେଇଛନ୍ତି । ଖଣିଗୁଡିକରେ କେତେ ମୂଲ୍ୟର ପ୍ରାକୃତିକ ସମ୍ପଦ ରହିଛି, ସେନେଇ ଅଡିଟ୍ ହେବ । ଏହା ସହ କେତେ ଟଙ୍କା ଖର୍ଚ୍ଚ ହେଉଛି ଓ ସରକାରଙ୍କୁ କେତେ ଲାଭ ଦେଉଛି ସେନେଇ

ଅନେକଙ୍କ ଭବିଷ୍ୟତ ନଷ୍ଟ କରିଦେବ ଅଣ୍ଡାମାଡ, ଥାନାକୁ ଦଉଡିବେ ଅନେକ

ଭୁବନେଶ୍ୱର : ରାଜ୍ୟରେ ଏବେ ଅଣ୍ଡାମାଡ ଟ୍ରେଣ୍ଡ ଚାଲିଥିବାବେଳେ ଏହା ଅନେକ ଯୁବକ ଗୋଷ୍ଠିକଙ୍କ ଭବିଷ୍ୟତକୁ ନଷ୍ଟ କରିଦେବ । ଅଣ୍ଡାମାଡରେ ମାତିଥିବା ଅନେକ ଯୁବକ ନିଜ ଅଜଣାତରେ ମାମଲା ଖାଇବେ ଓ ସବୁକିଛି ଥମି ଗଲାପରେ କୋର୍ଟ କଚେରୀ ଓ ଥାନାକୁ ଦଉଡିବେ ବୋଲି ସୁରକ୍ଷା ବିଶେଷଜ୍ଞମାନେ ମତ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି

ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଭ୍ୟନ୍ତରୀଣ ତାମିଲନାଡୁ ତଥା ପାର୍ଶ୍ୱବର୍ତ୍ତୀ ରୟାଲସୀମା ଅଞ୍ଚଳ ଉପରେ ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି । ଯାହାକି ଉପକୂଳ ଆନ୍ଧ୍ରପ୍ରଦେଶ ଦେଇ ଆଭ୍ୟନ୍ତରୀଣ ଓଡିଶା ଯାଏ ସମୁଦ୍ର ପତ୍ତନଠାରୁ ୧.୫ କି.ମି ଯାଏ ଲମ୍ବିଛି । ପ୍ରଭାବରେ ଓଡ଼ିଶାରେ ପାଗ ମୁଖ୍ୟତଃ କୋହଲା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୨୦୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୪୫,ସଙ୍ଗରୋଧରୁ ୧୧୯ ଓ ସ୍ଥାନୀୟ ୮୬ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୦୦୩କୁ ବୃଦ୍ଧି ପାଇଛି । ୧୦,୩୬,୨୩୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨,୩୨୭ ସକ୍ରିୟ ଆକ୍ରାନ୍ତ