Odia News Portal
Browsing Tag

odisha

ଗ୍ୟାସ ରାଜନୀତି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଯେତିକି ପାଖଉଛି ରାଜ୍ୟ ରାଜନୀତି ସେତିକି ସରଗରମ ହେବାରେ ଲାଗିଛି । ଗ୍ୟାସ ସିଲିଣ୍ଡକୁ ନେଇ ଏବେ ଆରମ୍ଭ ହୋଇଛି ରାଜ୍ୟରେ ରାଜନୀତି । ଗ୍ୟାସ ସିଲିଣ୍ଡ ପିଛା ୪୦୦ ଟଙ୍କାର ସବସିଡି ଦେବା ଲାଗି ବିଜେଡି ଦାବି କରିଛି । ଏନେଇ କେନ୍ଦ୍ର ସରକାରଙ୍କ ବିରୋଧରେ

ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ। ପାସ ହାର ରହିଛି ୬୮.୬୬%। କଳାରେ ୬ ହଜାର ୩୧୦ ଜଣ ପାସ କରିଥିବା ବେଳେ, ପାସ୍ ହାର ରହିଛି ୭୦.୬୨ ପ୍ରତିଶତ। ସେହିପରି ବାଣତଜ୍ୟରେ ୪୨୨ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ, ପାସ୍ ହାର ରହିଛି ୬୮.୬୧ ପ୍ରତିଶତ।

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା

ପୁଣି ଦୁଲୁକିବ ମଞ୍ଚ

ଭୁବନେଶ୍ୱର: କରୋନା କଟକଣା ଯୋଗୁଁ ଦୀର୍ଘ ୨ ବର୍ଷ ହେବ ବନ୍ଦ ରହିଛି ସାଂସ୍କୃତିକ କାର୍ଯ୍ୟକ୍ରମ । କରୋନା କଟକଣା କାରଣରୁ ରାଜ୍ୟରେ ବନ୍ଦ ରହିଥିବା ସମସ୍ତ ପ୍ରକାରର ସାଂସ୍କୃତିକା କାର୍ୟ୍ୟକ୍ରମକୁ ଅନୁମତି ମିଳିଛି। ଦୁଇବର୍ଷ ହେବ ବନ୍ଦ ରହିଥିଲା ସମସ୍ତ ପ୍ରକାରର ସାଂସ୍କୃତିକ

ଟିକା ନେଇ ନଥିଲେ ମିଳିବନି ମଦ

କରୋନା ମହାମାରୀ ବିରୋଧରେ ଲଢିବାକୁ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଛି । ତେବେ ଗୁରୁବାର କୋ-ୱିନ୍ ଆପରୁ ମିଳିଥିବା ରିପୋର୍ଟ ଅନୁସାରେ ଦେଶରେ ୧ ଶହ ୧୫ କୋଟି ଲୋକ ଟିକା ନେଇସାରିଲେଣି । ମାତ୍ର କିଛି ଲୋକ ଟିକାର ଉଭୟ ଡୋଜ ବା ଗୋଟିଏ ଡୋଜ ବି ନେଇନାହାନ୍ତି । ସେଥିପାଇଁ ସେମାନଙ୍କୁ ସଚେତନ

ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଦିନ ପ୍ରାୟ ୧୧ଟା ୩୦ ମିନିଟ୍ ସମୟରେ ହେଲିକାପ୍ଟର ଯୋଗେ ଅନୁଗୋଳ ଷ୍ଟାଡିୟମରେ ପହଞ୍ଚି BSKY କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ଷ୍ଟେଜ ଉପରେ ୫ଟି ବ୍ଲକର ୫ ଜଣଙ୍କୁ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାରେ ମୋଟ

କାର୍ତ୍ତିକ ପୂର୍ଣ୍ଣିାରେ ସୁନାବେଶ

ପବିତ୍ର କାର୍ତ୍ତିକ ପୁଣ୍ଣିମାରେ କରୋନା କଟକଣା ପାଇଁ ଚଳିତ ବର୍ଷ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଦର୍ଶନ ବାରଣ କରାଯାଇଛି । ଫଳରେ ବାହାରୁ ପତିତପାବନ ଦର୍ଶନ କରି ଭକ୍ତଙ୍କୁ ସନ୍ତୁଷ୍ଟ ହେବାକୁ ପଡ଼ୁଛି । ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜାରାଜେଶ୍ୱର ତଥା ସୁନା ବେଶ । କାର୍ତ୍ତିକ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ବର୍ଷା ସମ୍ଭାବନା

ଅବପାତର ରୂପ ନେଇ ତାମିଲନାଡୁ ମୁହାଁ ହେଲା ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଯାହାଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର ୪ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତିରେ ହାଲକା ଧରଣର ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏହା ଛଡ଼ା

ଆଜି ଶତାଦ୍ଧୀର ଦୀର୍ଘତମ ଚନ୍ଦ୍ରଗ୍ରହଣ

ଆଜି ୫୮୦ ବର୍ଷ ପରେ ଦୃଶ୍ୟମାନ ହେବ ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ । କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ସଂଘଟିତ ହେବ । ଅଷ୍ଟ୍ରେଲିଆ, ଆମେରିକା, ଆଲାସ୍କା ହାୱାଇର କିଛି ଅଂଶ ତଥା ଉତ୍ତର-ପଶ୍ଚମ ଓ ଉତ୍ତର-ୟୁରୋପର କିଛି ଅଂଚଳରେ ଦୃଶ୍ୟମାନ ହେବ । ଭାରତ କିମ୍ବା ଓଡ଼ିଶାରେ ଏହା

କରୋନା କଟକଣାକୁ ମାନି ଡଙ୍ଗା ଭସାଇଲେ ଲୋକେ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । କରୋନା କଟକଣା ସତ୍ୱେ ଲୋକେ ବିଭିନ୍ନ ସ୍ଥାନରେ ଡ଼ଙ୍ଗା ଭସାଇବାର ଚିତ୍ର ଦେଖିବାକୁ ମିଳିଛି । ଲୋକେ ପରିବାର ସହିତ ଏଭଳି ଡଙ୍ଗା ଭସାଉଛନ୍ତି, ଯାହାକୁ ଦେଖିଲେ ଲାଗୁନି ଯେ ଆଉ କରୋନାର ପ୍ରଭାବ ଅଛି । କଟକ ସହରରେ ସର୍ବସାଧାରଣ ଡଙ୍ଗାଭସା ଉପରେ କଟକଣା