Odia News Portal
Browsing Tag

odisha

‘ସ୍କୁଲକୁ ଫେରିବା’ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ‘ମୋ ସ୍କୁଲ ଅଭିଯାନ’କୁ ପୂରିଲା ୪ ବର୍ଷ । ୪ ବର୍ଷ ମଧ୍ୟରେ ସଫଳତାର ସହ ଆଗକୁ ବଢ଼ିଛି ଅଭିଯାନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କଫି ଟେବୁଲ୍ ବୁକ’ ଓ ଏକ ସ୍ବତନ୍ତ୍ର ବୁକଲେଟ୍ ‘ସ୍କୁଲକୁ ଫେରିବା’ ଉନ୍ମୋଚନ କରିଛନ୍ତି । ବହୁ ପୂର୍ବତନ ଛାତ୍ରଛାତ୍ରୀଙ୍କ ସଫଳ

ଆଜିଠୁ ପବିତ୍ର ପଞ୍ଚୁକ ଆରମ୍ଭ

ଭୁବନେଶ୍ୱର: ଧର୍ମ କର୍ମର ମାସ ହେଉଛି କାର୍ତ୍ତିକ । କଥାରେ ଅଛି ଏହି ମାସରେ ଅଧିକ ପୂଣ୍ୟ ମିଳିଥାଏ । ଏପିକରି ହବିଷ୍ୟାଳି ମାନେ ଏହି ମାସରେ ଅଧିକ ମାନି ଚଳିଥାନ୍ତି । କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ପଞ୍ଚୁକ କୁହାଯାଏ । ଏହି ୫ଦିନ ଅଧିକ ମାନି ଚଳନ୍ତି । ତେବେ ଆଜି ଠାରୁ ଆରମ୍ଭ

୨ ବର୍ଷ ପରେ ସ୍କୁଲ ଗଲେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା

ଭୁବନେଶ୍ୱର: କରୋନା କଟକଣା ଯୋଗୁଁ ଦୀର୍ଘ ୨ ବର୍ଷ ହେବ ବନ୍ଦ ଥିଲା ସ୍କୁଲ । ତେବେ ଅଷ୍ଟମରୁ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ପର୍ଯ୍ୟାୟକ୍ରମେ ସ୍କୁଲ ଯାଇଥିବା ବେଳେ ଆଜି ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ ଆଜି ସ୍କୁଲ ଯାଇଛନ୍ତି । ଦୀର୍ଘ ଦେଢ ବର୍ଷ ପରେ ଛାତ୍ରଛାତ୍ରୀ ବିଦ୍ୟାଳୟ ମାଟି

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ

ଆହୁରି ବର୍ଷିବ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୯ ଯାଏଁ ବର୍ଷା ସମ୍ଭାବନା ରହିଛି। ୩ ଦିନ ଯାଏଁ ୧୫,୧୬,୧୭ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ୧୮, ୧୯ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି

୧୯ ଯାଏଁ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ଆସନ୍ତା ୧୯ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ଆଜିଠୁ ବଦଳିବ ପାଣିପାଗ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲା । ତେବେ ଆଜିଠୁ ରାଜ୍ୟର ପାଣିପାଗ ବଦଳିବ । ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଶୁଖିଲା ପାଗ ରହିବ । ୧୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରବାବ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୪୨ ଶିଶୁ ରହିଛନ୍ତି। ସଙ୍ଗରୋଧରୁ ୧୫୩ ଓ ସ୍ଥାନୀୟ ସଂକ୍ରମଣରୁ ୧୦୯ ଜଣ ଅଛନ୍ତି। ଚିହ୍ନଟଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୩୨, କଟକ ୨୧, ସମ୍ବଲପୁର ୧୪, ବାଲେଶ୍ୱର ୧୨,

ବିଜେପି ଇଶାରାରେ କାମ କରୁଛନ୍ତି କଂଗ୍ରେସ ନେତା ଭକ୍ତ ଦାସ: ବିଜେଡି

ଭୁବନେଶ୍ୱର: ବିଗତ ଦୁଇ ଦିନର ସାମ୍ବାଦିକ ସମ୍ମିଳନୀରେ ଆମେ କହିଥିଲୁ ଯେ ଓଡିଶା କଂଗ୍ରେସ ହେଉଛି ଓଡିଶା ବିଜେପିର ବି-ଟିମ୍ । ତେବେ ଆଶ୍ଚର୍ଯ୍ୟର କଥା ହେଉଛି ଓଡିଶା କଂଗ୍ରେସ କିମ୍ବା ଓଡିଶା ବିଜେପି କେହି ଏହାକୁ ଖଣ୍ଡନ କରିନାହାଁନ୍ତି । ସେମାନଙ୍କର ନିରବତା ଆମର ବିବୃତ୍ତିକୁ ପ୍ରମାଣ

ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ

ଭୁବନେଶ୍ୱର : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦିଆଯାଇଥିବା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ ଆସନ୍ତା ଡିସେମ୍ବର ୧୦ତାରିଖ ସୁଦ୍ଧା ହୋଇପାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଯଦି କୌଣସି ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ରରେ ତ୍ରୁଟି ଥାଏ, ତେବେ ସମ୍ପୃକ୍ତ ହାଇସ୍କୁଲର