Odia News Portal
Browsing Tag

odisha

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗର ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଆଣ୍ଡାମାନ ଉପକୂଳରେ ପହଞ୍ଚିବ ବୋଲି ଅନୁମାନ କରାଯାଉଛି। ଏହା ଅବପାତର ରୂପ ନେଇ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ୧୮ ତାରିଖ ସନ୍ଧ୍ୟାରେ ଅତିକ୍ରମ କରିବ। ଏହା ମଧ୍ୟ ଅତିକ୍ରମ କରିବା

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ଯୁବତୀ

ସମ୍ବଲପୁର: କାନ୍ଦିଲେ ଆଉ ପରେ ଟ୍ରେନ ଆଗକୁ ଡେଇଁ ପଡ଼ିଲେ । ଫୋନ କଥା କଥା ହେବା ପରେ ଆତ୍ମହତ୍ୟା କଲେ ଯୁବତୀ । ରେଢ଼ାଖୋଲ ଷ୍ଟେସନ ନିକଟରେ ଘଟିଛି ଏଭଳି ଘଟଣା । ମୃତ ଯୁବତୀଙ୍କ ପରିଚୟ ମିଳି ପାରିନାହିଁ । ତେବେ ମୃତ ଯୁବତୀଙ୍କ ବୟସ ପାଖାଖାଖି ୨୫ ହେବ ବୋଲି କହିଛନ୍ତି ସ୍ଥାନୀୟ ଲୋକେ ।

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା

ତାରାଙ୍କ ନାଁରେ ଏତଲା

ଜୟପୁର: ଜୟପୁର ବିଧାୟକ ତଥା କଂଗ୍ରେସର ଟାଣୁଅାଁ ନେତା ତାରା ବାହିନୀପତିଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଛି । ଶୁକ୍ରବାର କଂଗ୍ରେସ ପକ୍ଷରୁ ହରତାଳ କରାଯାଇଥିବାବେଳେ ଗାଡ଼ି ଅଟକାଇଥିବା ଅଭିଯୋଗ ଆସିଛି । ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ କି, ଓଡ଼ିଶା ବନ୍ଦ ନୁହେଁ ହରତାଳ । ହରତାଳ ସମୟରେ

ଛେଚୁଛି ବର୍ଷା, ଲୋକେ ହନ୍ତସନ୍ତ

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଂଚଳରେ ସକ୍ରିୟ ରହିଛି । ସେହି ଅଂଚଳରୁ ଗୋଟିଏ ଟ୍ରାପ ଲାଇନ ଓଡିଶା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ

ଆସନ୍ତା ୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଏବେ ଶୀତଲହରୀ ଜାରି ରହିଛି । ଏହାରି ମଧ୍ୟରେ ଆସନ୍ତା ୧୩ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଅଧିକ ଘନୀଭୂତ ହେବ । ଏହାସହ ଆସନ୍ତା ୨ ଦିନ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ସବୁ ଦଳର ଯୁବ ଶାଖା ସକ୍ରିୟ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏବେ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସମେତ ଅନ୍ୟ ଛୋଟ ଛୋଟ ଦଳର ଯୁବଶାଖାଗୁଡିକ ବେଶ୍‍ ସକ୍ରିୟ ହୋଇ ଉଠିଛନ୍ତି । ସୁପ୍ତ ଅବସ୍ଥାରେ ଥିବା କଂଗ୍ରେସ ଓ ବିଜେପିର ଶାଖା କେବଳ ସକ୍ରିୟ ହୋଇ ନାହାନ୍ତି, ଏବେ ପରସ୍ପର

କଂଗ୍ରେସର ହରତାଳ ‘ଜୋକ୍‍’ରେ ପରିଣତ ହୋଇଛି: ବିଜେଡି

ଭୁବନେଶ୍ୱର: ଓଡିଶା କଂଗ୍ରେସର ଆଜିର ହରତାଳ ଏକ ଜୋକ୍‍ରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ଓଡିଶା ବିଜେପି ଦ୍ୱାରା ପ୍ରାୟୋଜିତ ଓଡିଶା କଂଗ୍ରେସର ଏହି ହରତାଳ ୪.୫ କୋଟି ଲୋକଙ୍କ ପାଇଁ ଏକ ନିଷ୍ଠୁରତା ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।

ଓଡ଼ିଶାରେ ୪ କୋଟି ଟପିଲା ଟିକାଦାନ

ଭୁବନେେଶ୍ବର : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ପାର କଲା ଓଡ଼ିଶା । ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ସେହି ସମୟ ମଧ୍ୟରେ ୩୦୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୩ ଓ ସ୍ଥାନୀୟ ସଂକ୍ରମିତ