Odia News Portal
Browsing Tag

odisha

ବିଜେପି ଇଶାରାରେ ନାଚୁଛି କଂଗ୍ରେସ: ବିଜେଡି

ଭୁବନେଶ୍ୱର: ବିଗତ ଦୁଇ ବର୍ଷ ମଧ୍ୟରେ କୋଭିଡ ମହାମାରୀ ଲୋକଙ୍କ ଜୀବନ ଏବଂ ଜୀବିକାକୁ ନଷ୍ଟ କରିଦେଲା । କୋଟି କୋଟି ଚାକିରୀ ଚାଲିଗଲା ଏବଂ ଅର୍ଥନୀତି ପଛେଇ ଗଲା । ଲକଡାଉନ ପରେ ଗତ କିଛି ମାସ ହେଲା ଓଡିଶାର ଲୋକମାନେ ନିଜ ପାଦରେ ଛିଡାହୋଇଛନ୍ତି ଓ କାମକୁ ଫେରିଛନ୍ତି । ସେମାନେ କାମ

ଆସନ୍ତାକାଲି ଓଡ଼ିଶା ବନ୍ଦ

ଭୁବନେଶ୍ୱର: ଆସନ୍ତକାଲି ଓଡ଼ିଶା ବନ୍ଦ । ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ । ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ କରିବ କଂଗ୍ରେସ । ବନ୍ଦ ବେଳେ

ଆଜି ରାଜ୍ୟରେ ୨୭୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୨୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକରେ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହି ସମୟ ମଧ୍ୟରେ ୩୧୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୮ ଓ ସ୍ଥାନୀୟ ସଂକ୍ରମିତ

ନାଗେଶ ଟ୍ରଫି ପାଇଁ ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର: ଦିଲ୍ଲୀରେ ନଭେମ୍ବର ୧୭ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ନାଗେଶ ଟ୍ରଫି ଦୃଷ୍ଟିହୀନ ଜାତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ପାଇଁ ଓଡ଼ିଶା ଦୃଷ୍ଟିହୀନ କ୍ରିକେଟ୍ ସଂଘ (କାଭି) ପକ୍ଷରୁ ବୁଧବାର ୧୪ ଜଣିଆ ଦଳ ଘୋଷଣା କରାଯାଇଛି । ଅଧିକାର ମାକ୍ରୋ ଫାଇନାନ୍ସ ସଭାପତି ନୁରୁଦ୍ଦିନ

୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର: ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ । ଦିପାବଳୀ ପରେ ସ୍କୁଲ ଖୋଲିବା ନେଇ ମିଳିଥିବା ସୂଚନା ସତ ପ୍ରମାଣିତ ହୋଇଛି । ଆସନ୍ତା ନଭେମ୍ବର 15 ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ । ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୧୧,୪୬୬ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। କରୋନାରୁ ଆଉ ୧୧,୯୬୧ ଲୋକ ସୁସ୍ଥ ହୋଇଥିବା ବେଳେ ମୋଟ ଲୋକଙ୍କ ସଂଖ୍ୟା ୩,୩୭,୮୭,୦୪୭କୁ ବୃଦ୍ଧି ପାଇଛି | ଏଥି ସହିତ ସକ୍ରିୟ ମାମଲା ବିଷୟରେ କଥାବାର୍ତ୍ତା, ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୧

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିିଛି ଦୈନିକ କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୩୮୭ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୨୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୬୪ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ ବର୍ଗର ୭୫ ଜଣ ଅଛନ୍ତି ।ଖୋର୍ଦ୍ଧା

ସମୁଦ୍ରରେ ଜାଲ ବିଛାଉଛି ଡ୍ରାଗନ

ଭାରତକୁ ଘେରିବା ପାଇଁ ଚେଷ୍ଟା ଚଳାଇଛି ଚୀନ। ଏବେ ପାକିସ୍ତାନକୁ ବିଭିନ୍ନ ପ୍ରକାର ଅସ୍ତ୍ରଶସ୍ତ୍ର ଯୋଗାଇବାରେ ଲାଗି ପଡ଼ିଛି ଡ୍ରାଗନ। ଚୀନ ଦିନକ ପୂର୍ବରୁ ପାକିସ୍ତାନୀ ନୌସେନାକୁ ଅତ୍ୟାଧୁନିକ ଟେକ୍ନୋଲୋଜିରେ ଭରପୂର Type-054 ଫ୍ରିଗ୍ରେଟ ହସ୍ତାନ୍ତର କରିଛି। ଏହି ଯୁଦ୍ଧପୋତ ଏତେ ଘାତକ

ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ

ନୂଆପଡା ତରବୋଡରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଗାଡି ଉପରକୁ ଅଣ୍ଡାମାଡ । ଅଣ୍ଡାମାଡ ସହ କଳାପତାକା ପ୍ରଦର୍ଶନ କଲେ ବିଜେପି କର୍ମୀ । ବିଏସକେୱାଇ କାର୍ଡ ବାଣ୍ଟିବାକୁ ଗଲାବେଳେ ପ୍ରତିବାଦ । ମମିତା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ଜୋରଦାର ପ୍ରତିବାଦ

ଶୀତରେ ବି ବ୍ୟବହାର କରିପାରିବେ ୱାଇପସ୍

କୌଣସି ଠାରେ ବି ଆପଣ ଫ୍ରେସ ହେବା ପାଇଁ କିମ୍ବା ଚେହେରାକୁ ସଫା କରିବା ପାଇଁ ଫେସ ୱାଇପ୍ସ ବ୍ୟବହାର କରିଥାଆନ୍ତି । ଏହା ସହ ଚେହେରାରେ ଚମକ ଆଣିବା ପାଇଁ ବି ଏହା ଖୁବ ସହାୟକ ହୋଇଥାଏ । କିନ୍ତୁ ଅଧିକାଂଶଙ୍କର ଧାରଣା ଥାଏ ଫେସ ୱାଇପ୍ସକୁ କେବଳ ମାତ୍ର ଗରମ ଦିନ ମାନଙ୍କରେ ହିଁ ବ୍ୟବହାର