ଜାଣନ୍ତୁ ଆଜି କେଉଁ ଜିଲ୍ଲାରେ ବର୍ଷିବ
ଭୁବନେଶ୍ୱର: ଆଜିଠୁ ବଦଳିବ ପାଣିପାଗ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲା । ତେବେ ଆଜିଠୁ ରାଜ୍ୟର ପାଣିପାଗ ବଦଳିବ । ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଶୁଖିଲା ପାଗ ରହିବ । ୧୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରବାବ!-->…
