Odia News Portal
Browsing Tag

odisha

ପଞ୍ଚାୟତ ନିର୍ବାଚନ ପୂର୍ବରୁ ସବୁ ଦଳର ଯୁବ ଶାଖା ସକ୍ରିୟ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏବେ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସମେତ ଅନ୍ୟ ଛୋଟ ଛୋଟ ଦଳର ଯୁବଶାଖାଗୁଡିକ ବେଶ୍‍ ସକ୍ରିୟ ହୋଇ ଉଠିଛନ୍ତି । ସୁପ୍ତ ଅବସ୍ଥାରେ ଥିବା କଂଗ୍ରେସ ଓ ବିଜେପିର ଶାଖା କେବଳ ସକ୍ରିୟ ହୋଇ ନାହାନ୍ତି, ଏବେ ପରସ୍ପର

କଂଗ୍ରେସର ହରତାଳ ‘ଜୋକ୍‍’ରେ ପରିଣତ ହୋଇଛି: ବିଜେଡି

ଭୁବନେଶ୍ୱର: ଓଡିଶା କଂଗ୍ରେସର ଆଜିର ହରତାଳ ଏକ ଜୋକ୍‍ରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ଓଡିଶା ବିଜେପି ଦ୍ୱାରା ପ୍ରାୟୋଜିତ ଓଡିଶା କଂଗ୍ରେସର ଏହି ହରତାଳ ୪.୫ କୋଟି ଲୋକଙ୍କ ପାଇଁ ଏକ ନିଷ୍ଠୁରତା ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।

ଓଡ଼ିଶାରେ ୪ କୋଟି ଟପିଲା ଟିକାଦାନ

ଭୁବନେେଶ୍ବର : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ପାର କଲା ଓଡ଼ିଶା । ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ସେହି ସମୟ ମଧ୍ୟରେ ୩୦୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୩ ଓ ସ୍ଥାନୀୟ ସଂକ୍ରମିତ

ବିଜେପି ଇଶାରାରେ ନାଚୁଛି କଂଗ୍ରେସ: ବିଜେଡି

ଭୁବନେଶ୍ୱର: ବିଗତ ଦୁଇ ବର୍ଷ ମଧ୍ୟରେ କୋଭିଡ ମହାମାରୀ ଲୋକଙ୍କ ଜୀବନ ଏବଂ ଜୀବିକାକୁ ନଷ୍ଟ କରିଦେଲା । କୋଟି କୋଟି ଚାକିରୀ ଚାଲିଗଲା ଏବଂ ଅର୍ଥନୀତି ପଛେଇ ଗଲା । ଲକଡାଉନ ପରେ ଗତ କିଛି ମାସ ହେଲା ଓଡିଶାର ଲୋକମାନେ ନିଜ ପାଦରେ ଛିଡାହୋଇଛନ୍ତି ଓ କାମକୁ ଫେରିଛନ୍ତି । ସେମାନେ କାମ

ଆସନ୍ତାକାଲି ଓଡ଼ିଶା ବନ୍ଦ

ଭୁବନେଶ୍ୱର: ଆସନ୍ତକାଲି ଓଡ଼ିଶା ବନ୍ଦ । ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ । ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ କରିବ କଂଗ୍ରେସ । ବନ୍ଦ ବେଳେ

ଆଜି ରାଜ୍ୟରେ ୨୭୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୨୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକରେ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହି ସମୟ ମଧ୍ୟରେ ୩୧୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୮ ଓ ସ୍ଥାନୀୟ ସଂକ୍ରମିତ

ନାଗେଶ ଟ୍ରଫି ପାଇଁ ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର: ଦିଲ୍ଲୀରେ ନଭେମ୍ବର ୧୭ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ନାଗେଶ ଟ୍ରଫି ଦୃଷ୍ଟିହୀନ ଜାତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ପାଇଁ ଓଡ଼ିଶା ଦୃଷ୍ଟିହୀନ କ୍ରିକେଟ୍ ସଂଘ (କାଭି) ପକ୍ଷରୁ ବୁଧବାର ୧୪ ଜଣିଆ ଦଳ ଘୋଷଣା କରାଯାଇଛି । ଅଧିକାର ମାକ୍ରୋ ଫାଇନାନ୍ସ ସଭାପତି ନୁରୁଦ୍ଦିନ

୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର: ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ । ଦିପାବଳୀ ପରେ ସ୍କୁଲ ଖୋଲିବା ନେଇ ମିଳିଥିବା ସୂଚନା ସତ ପ୍ରମାଣିତ ହୋଇଛି । ଆସନ୍ତା ନଭେମ୍ବର 15 ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ । ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୧୧,୪୬୬ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। କରୋନାରୁ ଆଉ ୧୧,୯୬୧ ଲୋକ ସୁସ୍ଥ ହୋଇଥିବା ବେଳେ ମୋଟ ଲୋକଙ୍କ ସଂଖ୍ୟା ୩,୩୭,୮୭,୦୪୭କୁ ବୃଦ୍ଧି ପାଇଛି | ଏଥି ସହିତ ସକ୍ରିୟ ମାମଲା ବିଷୟରେ କଥାବାର୍ତ୍ତା, ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୧