କାର୍ତ୍ତିକ ମାସ ତୃତୀୟ ସୋମବାରରେ ଖାଁ ଖାଁ ଧବଳେଶ୍ୱରଙ୍କ ପୀଠ
କଟକ: ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ତୃତୀୟ ସୋମବାର ପାଇଁ ୧୪୪ ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ!-->…