ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓ
ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କକୁ ଦୃଢ କରିବାକୁ ଜାପାନ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓ ଆସନ୍ତା ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସିବେ। ଗୋଟିଏ ଦିନ ରହିବା ପରେ ସେ ମାର୍ଚ୍ଚ ୨୧ରେ ଜାପାନ ଫେରିଯିବେ। ତାଙ୍କର ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଫୁମିଓ!-->…