Odia News Portal
Browsing Tag

odisha

ଆଜି ନବୀନ ଓ ଜଗନଙ୍କ ଭେଟ

କୋଟିଆ ବିବାଦ ଜାରି ରହିଥିବା ବେଳେ ଆଜି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗମୋହନ ରେଡ୍ଡୀ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ । ଜଗନ ୪ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବାର କାର୍ଯ୍ୟକ୍ରମ ରହିଛି । ବିବାଦ ଭିତରେ ଦୁଇ ରାଜ୍ୟର ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହେବାକୁ

ଦୁଇ ମନ୍ତ୍ରୀଙ୍କୁ ଅଣ୍ଡାମାଡ଼

ଭୁବନେଶ୍ୱର: ଥମୁନି ମମିତା ମେହେର ହତ୍ୟା ମାମଲା ତାତି । ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରୁଛନ୍ତି ବିରୋଧୀ । ରାଜ୍ୟବ୍ୟାପି ଆନ୍ଦୋଳନ ଜାରି ରଖିଥିଲେ ସୁଦ୍ଧା ଶାସକ ଦଳ ଏହାକୁ ଗୁରୁତ୍ୱ ଦେଉନାହିଁ । ଏପରିକି ବିଭିନ୍ନ ସରକାରୀ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି । ସେପଟେ ଆଜି

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୭୬ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୧୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୫୫ ଜଣ ୧୮ ବର୍ଷରୁ କମ ବୟସ୍କ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଅକ୍ରାନ୍ତ

ଡିସେମ୍ବର ୧୪ ସୁଦ୍ଧା ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ୱାର୍ଡ ୱାଇଜ୍ ଭୋଟର ତାଲିକା ପ୍ରସ୍ତୁତ କରିଯିବ । ୨୦୨୧ ନଭେମ୍ବର ୧ ତାରିଖ ସୁଦ୍ଧା ୧୮ ବର୍ଷ ହୋଇଥିଲେ ତାଲିକାରେ ସାମିଲ ହେବାକୁ ଆବେଦନ କରିପାରିବେ । କେବଳର ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁ ଜିଲ୍ଲାରେ

କାର୍ତ୍ତିକ ମାସ ତୃତୀୟ ସୋମବାରରେ ଖାଁ ଖାଁ ଧବଳେଶ୍ୱରଙ୍କ ପୀଠ

କଟକ: ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ତୃତୀୟ ସୋମବାର ପାଇଁ ୧୪୪ ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୪୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୨ ଜଣ ଲୋକାଲ୍‌ କେସ୍‌

ଥରିଲାଣି ଓଡ଼ିଶା

ଭୁବନେଶ୍ୱର : ଧିରେ ଧିରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ରାଜ୍ୟର ୬ଟି ସହରରର ରାତ୍ରି ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୯.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠାରୁ ଥଣ୍ଡା ସହର ହୋଇଛି । ସେହିପରି କୋରାପୁଟରେ ୧୨.୨, ଫୁଲବାଣୀରେ ୧୨.୬, କେନ୍ଦୁଝରରେ ୧୪.୨ ଡିଗ୍ରୀ,

ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର: ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହେଉଛି ସେମିଫାଇନାଲ ସଦୃଶ । ତେଣୁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଚେଷ୍ଟା କରିବେ କି ନିର୍ବାଚନ ଜିତିବା ସହ ୨୦୨୪ ଲାଗି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବେ । ତେବେ ପଞ୍ଚାୟତ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ କରୋନା ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୩ ଜଣ ଶିଶୁ ଓ କିଶୋର କରୋନା

ଆସୁଛି ଆଉ ଦୁଇଟି ଲଘୁଚାପ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା