ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନିଳାନ୍ଦ୍ରୀ ଭକ୍ତନିବାସରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ମହାପ୍ରଭୁଙ୍କ ଜମିଜମା ସହ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରାୟ ୧୯୦ କୋଟି ଟଙ୍କାର ବଜେଟ୍ ଉପରେ ଆଲୋଚନା ହେବ । ଏଥିସହ ସେବାୟତ, ବରିଷ୍ଠ ଅଧିକାରୀ ଓ!-->…