Odia News Portal
Browsing Tag

odisha

ଗଞ୍ଜାମ ଜିଲ୍ଲାର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ କମିଟି ସହ ଆଲୋଚନା କଲେ ୫-ଟି ସଚିବ

ଭୁବନେଶ୍ୱର: ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ମୁଖ୍ୟମନ୍ତ୍ରୀଙ୍କ ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ଏହାକୁ କେବଳ ସରକାରୀ କାର୍ଯ୍ୟକ୍ରମ ବୋଲି ଗ୍ରହଣ ନକରି ବରଂ ସାମାଜିକ କାର୍ଯ୍ୟକ୍ରମ ଭାବେ ଗ୍ରହଣ କରନ୍ତୁ। ମୁଖ୍ୟମନ୍ତ୍ରୀଙ୍କ ସ୍ଲୋଗାନ ସ୍କୁଲ ଯିବା ଭଲ ପଢ଼ିବା, ବାପା ମା’ଙ୍କ ସୁନାମ ଆଣିବା

ଲୁଟ୍ କରିବାକୁ ଆସି ଛେଚା ଖାଇଲେ

ଭୁବନେଶ୍ୱର:ୠାଇ ଗୋରୁ ଭଳି ମାଡ଼ । ଲୁଟ କରିବାକୁ ଆସିଥିବା ଦୁର୍ବୁତ୍ତଙ୍କୁ ଧରି କୁଟିଲେ ଲୋକେ । ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏଭଳି ଘଟଣା । ଫେଲ୍ ହେଲା ଲୁଟ୍ କରି ଫେରାର୍ ପ୍ଲାନ୍ । ଲୁଟେରାକୁ ନିସ୍ତୁକ ଛେଚି ପୋଲିସ ଜିମା ଦେଲେ ସ୍ଥାନୀୟ ଲୋକେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦନଗର

ଆଜି ରାଜ୍ୟରେ ୩ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । କିନ୍ତୁ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ୧୭୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ

ଆଜି ରାଜ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭାଙ୍ଗୁଛି କରୋନା ଚେନ୍, କମୁଛି ସଂକ୍ରମଣ । ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା

୭ ତାରିଖ ଯାଏଁ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୪ ଦିନ ତଥା ୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏଥିସହ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ାର

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି ଦୈନିକ ସଂକ୍ରମଣ ହାର । କେବେ କମୁଛି ତ ଆଉ କେବେ ବଢ଼ୁଛି । ତେବେ ରାଜ୍ୟରେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଆଜି ରାଜ୍ୟରେ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୦୭ ଓ ସ୍ଥାନୀୟ ଅଂଚଳରୁ ୧୪୪

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୨ ଜଣ ଶିଶୁ ଓ କିଶୋର କରୋନା

ଦୀପାବଳିରେ କୁକୁର ପୂଜା

ଏଥର ଦୀପାବଳି ପର୍ବ ଭାରତରେ ନଭେମ୍ବର ୪ରେ ପାଳନ କରାଯାଉଛି। ପଡୋଶୀ ଦେଶ ନେପାଳରେ ମଧ୍ୟ ଏହି ପର୍ବ ପାଳନ କରାଯାଏ, କିନ୍ତୁ ଏହା ସହିତ ଜଡିତ ପରମ୍ପରା ଏଠାରେ ଟିକିଏ ଅଲଗା। ପ୍ରାଚୀନ କାଳରୁ ଚାଲିଆସୁଥିବା ଏହି ପରମ୍ପରା ନେପାଳରେ ମଧ୍ୟ ପାଳନ କରାଯାଏ। ଏହି ପର୍ବକୁ ନେପାଳର ଦୀପାବଳି

ରୋହିତ ଶର୍ମା ହୋଇପାରନ୍ତି ଟିମ୍ ଇଣ୍ଡିଆ କ୍ୟପଟେନ

ଟି-୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରଖିଛି ଟିମ୍ ଇଣ୍ଡିଆ । ପ୍ରଥମେ ପାକିସ୍ତାନ ଓ ପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପରାଜିତ ହେବା ପରେ ଏବେ ଟିମ୍ ଇଣ୍ଡିଆ ପାଇଁ ସେମିଫାଇନାଲ ରାସ୍ତା ଆଉ ସହଜ ହୋଇନାହିଁ । ଏଭଳି ସ୍ଥଳେ ଅନ୍ୟ ମ୍ୟାଚର ଫଳାଫଳ ଉପରେ ଟିମ୍ ଇଣ୍ଡିଆର ସେମିଫାଇନାଲ

ଖୋଜି ଖୋଜି ଟିକା ଦେବେ ସ୍ୱାସ୍ଥ୍ୟକର୍ମୀ

ଏଣିକି ରାଜ୍ୟରେ ନନଷ୍ଟପ୍ ଚାଲିବ ଟିକାକରଣ। ଟିକା ନେଇନଥିଲେ ଘରକୁ ଯିବେ ସ୍ୱାସ୍ଥ୍ୟ କମୀ। ଆଜିଠୁ ଘର ଘର ବୁଲି ଭ୍ୟାକ୍ସିନ ନେଇନଥିବା ଲୋକଙ୍କୁ ଚିହ୍ନଟ କରିବେ ଅଙ୍ଗନବାଡ଼ି ଓ ସ୍ୱାସ୍ଥ୍ୟକର୍ମୀ। ପ୍ରଥମ ଡୋଜ୍ ନେବା ପରେ ଦ୍ୱିତୀୟ ଡୋଜ୍ ଟିକା ନେବାକୁ ଲୋକ ଭୁଲିଯାଉଛନ୍ତି। ଦେଶରେ ୧୧କୋଟି ଓ