Odia News Portal
Browsing Tag

odisha

ଧଳା ଜହର କବଳରେ ରାଜଧାନୀ

ରୋନା କାଳରେ ବଢ଼ି ଚାଲିଛି ନିଶାଖୋର ମାଫିଆଙ୍କ ରାଜ। ପୋଲିସ୍‌ କୁ ଚ୍ୟାଲେଞ୍ଜ ଦେଉଛନ୍ତି ଧଳା ଜହର ବେପାରୀ। ଗିରଫ ପରେ ମଧ୍ୟ ସୁଧୁରୁ ନାହାଁନ୍ତି। ରାଜଧାନୀରୁ ପୁଣି ଜବତ ହୋଇଛି ବ୍ରାଉନସୁଗର। ଭୁବନେଶ୍ୱର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଚନ୍ଦ୍ରଶେଖର ପୁର ସ୍ଥିତ ପଣ୍ଡା ପାର୍କ

ଗିରଫ ହେଲେ ଅନୀଲ ଦେଶମୁଖ

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖ ଗିରଫ । ମନି ଲଣ୍ଡରିଂ ମାମଲାରେ ୧୨ ଘଣ୍ଟା ଧରି ଅନୀଲ ଦେଶମୁଖଙ୍କୁ ପଚରାଉଚରା କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସେ ସନ୍ତୋଷଜନକ ଉତର ନଦେଇ ପାରିବାରୁ ତାଙ୍କୁ ଗିରଫ କରାଯାଇଛି । ବହିଷ୍କୃତି ପୋଲିସ ଅଧିକାରୀ ସଚିନ୍ ୱାଜେଙ୍କ ସହ

କେମିତି ଚିହ୍ନିବେ ସବୁଜ ବାଣ

ଦିନକ ପରେ ଦୀପାବଳି । ବାଣ ଫୁଟାଇବାକୁ ନେଇ ଯେଉଁ ଦ୍ୱନ୍ଦ୍ୱ ଥିଲା ତାକୁ ଦୂର କରିଛନ୍ତି ହାଇକୋର୍ଟ । ଏହା ପରେ ଦୀପାବଳି, ଛଟପୂଜା ଓ କାର୍ତିକପୂର୍ଣ୍ଣିମା ପାଇଁ ରାଜ୍ୟ ସରକାର ଗାଇଡଲାଇନ ଆଣିଛନ୍ତି । ଏହି ସମୟରେ କେବଳ ସୁବଜ ବାଣ ଫୁଟାଇବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଅନ୍ୟ

ଛାତିରୁ ବାହାରିଲା ଲୁହା ରଡ

ହରିୟାଣା ରୋହତକ୍ ସ୍ଥିତ ପିଜିଆଇ ହସ୍ପିଟାଲରେ ଡାକ୍ତରମାନେ ଏକ ବିରଳ ଓ କଷ୍ଟସାଧ୍ୟ ଅସ୍ତ୍ରୋପଚାର କରି ଜଣେ ଯୁବକଙ୍କୁ ଛାତିରେ ପଶି ରହିଥିବା ୪୦ ଫୁଟ ଲମ୍ବର ଦୁଇଟି ଲୁହା ରଡ୍ ବାହାର କରିପାରିଛନ୍ତି । ଅପରେସନ୍ ପ୍ରକ୍ରିୟା ଦୀର୍ଘ ୫ ଘଣ୍ଟା ଧରି ଚାଲିଥିଲା । ସୋନିପତ୍ ଜିଲ୍ଲାର କରନ୍

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନିଳାନ୍ଦ୍ରୀ ଭକ୍ତନିବାସରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ମହାପ୍ରଭୁଙ୍କ ଜମିଜମା ସହ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରାୟ ୧୯୦ କୋଟି ଟଙ୍କାର ବଜେଟ୍ ଉପରେ ଆଲୋଚନା ହେବ । ଏଥିସହ ସେବାୟତ, ବରିଷ୍ଠ ଅଧିକାରୀ ଓ

ହାପି ବାର୍ଥ ଡେ କିଙ୍ଗ ଖାନ

ଆଜି ବଲିଉଡ୍ ସେନ୍ସେସନ୍ କିଙ୍ଗ ଖାନଙ୍କ ଜନ୍ମଦିନ । ୫୬ ବର୍ଷରେ ପାଦ ଥାପିଛନ୍ତି ଶାହାରୁଖ୍ ଖାନ୍ । ତଥାପି ରୋମାଣ୍ଟିକ୍ ହିରୋ ଭାବେ କୋଟି ହୃଦୟର ରାଜା ହୋଇଛନ୍ତି ଶାହାରୁଖ୍ । ଏଥିପାଇଁ ତାଙ୍କ ପାଖକୁ ଛୁଟୁଛି ଅଜସ୍ର ଶୁଭେଚ୍ଛା । ଆଉ ଏହି ଜନ୍ମଦିନରେ ତାଙ୍କୁ ମିଳିଯାଇଛି ସବୁଠୁ ବଡ ଉପହାର

ଆଜି ପବିତ୍ର ଧନତେରାସ

ଆଜି ପବିତ୍ର ଧନତେରାସ । କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଧନତେରାସ ପାଳନ କରାଯାଏ । ଏହାକୁ ସୌଭାଗ୍ୟ ବା ଧନର ଦିବସ ବୋଲି କୁହାଯାଏ । ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇଁ ଏହାକୁ ପାଳନ କରାଯାଏ । ଏହି ଦିନ ଘରକୁ ପରିଷ୍କାର କରିବା ସହ କିଛି ନୂଆ ଜିନିଷ କିଣାଯାଏ । ମୁଖ୍ୟ

ଟିକା ନେଇନଥିଲେ ଘରକୁ ଯିବେ ସ୍ୱାସ୍ଥ୍ୟକର୍ମୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ଟିକା ନେଇ ନ ଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ । ଆସନ୍ତାକାଲିଠାରୁ ଟିକା ନେଇ ନଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଗାଁ ଗାଁରେ ଏଭଳି ଲୋକଙ୍କୁ ଖୋଜିବେ ଆଶାକର୍ମୀ

ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଦର

ଭୁବନେଶ୍ୱର: ତେଲ ଦରରେ ଲାଗୁନି ବ୍ରେକ୍ । ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ଲଗାତର ବଢି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ପୁଣି ପେଟ୍ରୋଲ ଲିଟର ପିଛା ୩୭ ପଇସା ଓ ଡିଜେଲ ୪୦ ପଇସା ମହଙ୍ଗା ହୋଇଛି । । ଫଳରେ

ଗର୍ଜିଲା ବିଜେଡି ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ ଓ ଏଲପିଜି ସମେତ ଅତ୍ୟାବଶ୍ୟକ ସାମଗ୍ରୀ ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ରାସ୍ତାକୁ ଓହ୍ଲାଇଛି ବିଜେଡି ମହିଳା ମୋର୍ଚ୍ଚା । ରାଜ୍ୟବ୍ୟାପୀ ଦରବୃଦ୍ଧି ବିରୋଧରେ କେନ୍ଦ୍ର ସରକାରଙ୍କୁ ଦାୟୀ କରାଯାଇ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମସ୍ତ ୧୪୭