Odia News Portal
Browsing Tag

odisha

ଭୁବନେଶ୍ୱର ଛାଡିବାକୁ ନାରାଜ, ପୁଲିସ୍‍ ମୁହଁରେ ଲାଗିଛି ରାଜଧାନୀ ଇଲିସି

ଭୁବନେଶ୍ୱର : ପୁଲିସ୍‍ ବାବୁମାନଙ୍କ ପାଇଁ ରାଜଧାନୀ ଏବେ ସୁନା ଇଲିସି ପାଲଟିଛି । ଥରେ ରାଜଧାନୀରେ ପୋଷ୍ଟିଂ ହେଲେ ମୁହଁରେ ଏହି ଇଲିସି ଏମିତି ଲାଗିଯାଉଛି ଯେ ଯେତେ ଯାହା ହେଲେ ବି ରାଜଧାନୀ ଛାଡୁ ନାହାନ୍ତି । ଯଦି କିଏ କେଳେଙ୍କାରୀ କରି କିମ୍ବା ଦୁର୍ନୀତି କରି ଧରାପଡୁଛି ତେବେ ଯାଇ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ରବିବାର ସଂଧ୍ୟା ସୁଦ୍ଧା ଦିନକ ମଧ୍ୟରେ ୩୧୬ ଜଣ ନୂଆ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୬ ଏବଂ ସ୍ଥାନୀୟ ସଂକ୍ରମିତ ୧୩୦ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ

ପଶ୍ଚିମଦ୍ୱାର ଦେଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା। ଏଣିକି ପଶ୍ଚିମ ଦ୍ୱାର ପଟ ଦେଇ ପ୍ରବେଶ କରିବେ ପୁରୀବାସୀ। ଏଥିପାଇଁ ସେମାନଙ୍କ ପାଇଁ ମଧ୍ୟ ଟୀକାକରଣର ୨ଟି ଡୋଜ୍‌ ସାର୍ଟିପିକେଟ୍‌ ଓ ସ୍ଥାନୀୟ ବାସିନ୍ଦା ହେବାର ପ୍ରମାଣ ପତ୍ର ଦେଖାଇବାକୁ

କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲେ ବିଜେଡି କର୍ମୀ

ଭୁବନେଶ୍ୱର: ଅହେତୁକ ଦରଦାମ ବୃଦ୍ଧିକୁ ନେଇ ଆଜି ବିଜେଡି ପକ୍ଷରୁ ରାଜଧାନୀରେ ଏକ ପ୍ରତିବାଦ ସଭା ଆୟୋିତ ହୋଇଥିଲା । ଭୁବନେଶ୍ୱର ଜିଲ୍ଲା ସଭାପତି ତଥା ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ହଜାର ହଜାର କର୍ମୀ ପାର୍ଟି ଅଫିସରୁ ଏକ ସାଇକେଲ ରାଲିରେ ବାହାରି ରାଜ ଭବନ ନିକଟରେ

ଦୀପାବଳି ପରେ ପ୍ରଥମରୁ ସପ୍ତମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ବର: ଦୀପାବଳି ପରେ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାସ ସୂଚନା ଦେଇଛନ୍ତି। ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଏ ସଂପର୍କରେ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବ। ସ୍କୁଲ

କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡମାଡ଼

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରା ଟୋନିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି କଂଗ୍ରେସ କର୍ମୀ । ମୁଣ୍ଡୁଳୀରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଆସୁଥିବା ବେଳେ ଭୁବନେଶ୍ୱର ଏୟାରପୋର୍ଟ ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ଗାଡ଼ି ଉପରକୁ

ବିଜେଡ଼ିର ଗଡ଼ ନୟାଗଡ଼, ଜାଣନ୍ତୁ ରାଜନୀତିର ଭିତିରି କଥା

ଭୁବନେଶ୍ୱର: ରାଜ୍ୟରେ ଶାସକ ଦଳ ବିଜେଡ଼ି ନିଜର ଦବଦବା ଜାରି ରଖିଛି । ନବୀନଙ୍କ ଗୁଗଲୀ ଆଗରେ ବୋଲ୍ଡ ହେଉଛନ୍ତି ବିରୋଧୀ । ତେବେ ନୟାଗଡ଼ ଜିଲ୍ଲାରେ ବିଜେଡ଼ି ବାରମ୍ବାର ବିଜୟ ହୋଇ ଆସୁଛି । ଜିଲ୍ଲାର ୪ଟି ଯାକ ନିର୍ବାଚନ ମଣ୍ଡଳୀରେ ବିଜୟ ବାନା ଉଡ଼ାଇ ଆସୁଛି ବିଜେଡ଼ି । ନେତା ପରିବର୍ତ୍ତନ

ନଭେମ୍ବର ପହିଲାରୁ ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର: ନଭେମ୍ବର ପହିଲାରୁ ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ୨୦୨୨ ଜାନୁଆରୀ ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ବା ତଦୁର୍ଦ୍ଧ୍ୱ ବ୍ୟକ୍ତି ସେମାନେ ଏଥିରେ ସାମିଲ ହୋଇ ପାରିବେ । ଯେଉଁ ଯୋଗ୍ୟ ଭୋଟରଙ୍କର ଲିଷ୍ଟରେ ନାଁ ନଥିବ କିମ୍ବା ତ୍ରୁଟି ରହିଥିବ ଅଥବା ଯେଉଁମାନେ

ସରକାରୀ ଘର ଭଡା ଦେବାକୁ ସଂଘ ନେତାଙ୍କ ଟଣା ଓଟରା

ଭୁବନେଶ୍ୱର : ସଂଘର ନିଜସ୍ୱ ଘର ଥାଉ ଥାଉ ନେତାମାନେ ଆଉ ଗୋଟିଏ କ୍ୱାଟର୍ସ ନେଲେ । ଏହାକୁ ହାତେଇବା ପରେ ଭଡାରେ ଲଗାଇ ଟଙ୍କା ଆଦାୟ କଲେ । ହେଲେ ଘରଭଡା ଦେଲେନାହିଁ । ଏବେ ଲକ୍ଷାଧିକ ଟଙ୍କାର ଭଡା ବାକି ପଡିବାପରେ କିଏ ଟଙ୍କା ଦେବ ତାହାକୁ ନେଇ ଚିଠି ଲେଖା ଆରମ୍ଭ ହୋଇଛି । ଏଭଳି

ଏବେଠୁ ଏତେ, ଆଗକୁ କେତେ?

ଭୁବନେଶ୍ୱର: କାର୍ତ୍ତିକ ମାସ ଆରମ୍ଭରୁ ପରିବା ଦର ଆକାଶ ଛୁଅାଁ ହେଲାଣି । ଯେଉଁ ପରିବା ଧରିବ ହାଇଚାର୍ଜ ରେଟ୍ । ଗ୍ରାହାକମାନେ ପରିବା ରେଟ୍ ଶୁଣି ଛାନିଅାଁ ହେଉଛନ୍ତି । ତେବେ ପରିବା ଦର ବୃଦ୍ଧିକୁ ନେଇ ଏବେ ଖଟି ଚର୍ଚ୍ଚା । ଦର କେବେ କମିବ ଆଉ କେତେଦିନ ଏମିତି ବଢ଼ିବ ତାକୁ ନେଇ ଚର୍ଚ୍ଚା