Odia News Portal
Browsing Tag

odisha

ପରିବା ଦର ଆକାଶଛୁଆଁ

ଭୁବନେଶ୍ୱର: କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ ହୋଇଛି । ସବୁ ପରିବାର ଦର ଏବେ ବଢ଼ିବାରେ ଲାଗିଛି । ଯାହାକି ସିଧାସଳଖ ଭାବେ ଗ୍ରାହାକଙ୍କୁ ବାଧୁଛି । ଆଗରୁ ୩୦୦ ଟଙ୍କାରେ ବ୍ୟାଗ ଫୁଲ ହେଉଥିବାବେଳେ ଏବେ ୫୦୦ଟଙ୍କା ବି ଅଣ୍ଟୁନି । ବାଇଗଣ କିଲୋପିଛା ୬୦ ଟଙ୍କା ହୋଇଥିବା ବେଳେ ଟମାଟୋ

ଏଥର ଥରିବ ଓଡ଼ିଶା

ଭୁବନେଶ୍ୱର: ସରିଛି ବର୍ଷା । ଆରମ୍ଭ ହେଉଛି ଶୀତ । ରାଜ୍ୟରେ ଆରମ୍ଭ ହୋଇଛି ଶୀତ ଋତୁ । ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ପହିଲିଶୀତ ଅନୁଭୂତ ହୋଇଛି। ଅଞ୍ଚଳରେ ସର୍ବନିମ୍ନ ତାପମାତ୍ର ୧୧ ଡିଗ୍ରୀ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ

ଆଜିଠାରୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ପିଜି ନାମଲେଖା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ବିଭାଗରେ ଆଜିଠାରୁ ନାମଲେଖା ଆରମ୍ଭ ହୋଇଛି । ଗତକାଲି ପ୍ରଥମ ଚୟନ ତାଲିକା ପ୍ରକାଶ ପାଇଥିଲା । ପ୍ରଥମ ପର୍ଯ୍ୟାୟରେ ମୋଟ ୧୨ ହଜାର ୨୧୪ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ୪ ହଜାର ୭୧୩

ଆଜି ରାଜ୍ୟରେ ୪ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୫

ଏଥର ପଞ୍ଚାୟତ ନିର୍ବାଚନର ହେବ ସେଣ୍ଟ୍ରାଲ କାଉଣ୍ଟିଂ

ଭୁବନେଶ୍ୱର : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ପ୍ରସ୍ତୁତି ପ୍ରସଙ୍ଗରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ । ସେ କହିଛନ୍ତି ଯେ, କାଲି ଜିଲ୍ଲାପାଳଙ୍କ ସହ ଭିସିରେ ଆଲୋଚନା ହୋଇଛି । ଏଥର ପଞ୍ଚାୟତ ନିର୍ବାଚନର ହେବ

ଦଳ ବଦଳ କରୁଥିବା ନେତାଙ୍କ ପାଇଁ ଆଗକୁ ଅଗ୍ନିପରୀକ୍ଷା, ପ୍ରଥମେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର : ରାଜ୍ୟରେ ଏବେ ଦଳ ବଦଳ ପ୍ରକ୍ରିୟା ଜୋରଦାର ଭାବେ ଚାଲିଛି । ତେବେ ଦଳ ବଦଳ କରୁଥିବା ନେତାଙ୍କ ପାଇଁ ଆଗାମୀ ପଞ୍ଚାୟତ ନିର୍ବାଚନ ଅଗ୍ନି ପରୀକ୍ଷା ସଦୃଶ । ଯଦି ଏଥିରେ ସଫଳତାର ସହ ଉତ୍ତୀର୍ଣ୍ଣ ହେଲେ ତେବେ ତିଷ୍ଠିବେ ନହେଲେ ଦଳରେ କୋଣଠେସା ହୋଇଯିବେ ବୋଲି ସେମାନଙ୍କ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୪୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକରେ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୭୨ ଓ ସ୍ଥାନୀୟ ସଂକ୍ରମିତ ୧୯୫ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ

କଂଗ୍ରେସ ଛାଡ଼ିଲେ ପ୍ରଦୀପ ମାଝୀ, ଜାଣନ୍ତୁ କାହିଁକି ଇସ୍ତଫା ଦେଲେ

ଭୁବନେଶ୍ୱର: ଦୀର୍ଘଦିନ ହେବ ଯେଉଁ ଚର୍ଚ୍ଚା ହେଉଥିଲା ଆଜି ଶେଷରେ ତାହା ସତ ହୋଇଛି । କଂଗ୍ରେସର ଟାଣୁଆ ନେତା ପ୍ରଦୀପ ମାଝୀ ଶେଷରେ ଦଳ ଛାଡ଼ିଛନ୍ତି । ପୂର୍ବତନ ସାଂସଦ ପ୍ରଦୀପ ମାଝୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍

ଆଜିଠୁ କ୍ଲାସରୁମରେ ବସି ପାଠ ପଢ଼ିବେ ଏକାଦଶ ଶ୍ରେଣୀ ଛାତ୍ର ଛାତ୍ରୀ

ଭୁବନେଶ୍ୱର: କୋଭିଡର ଭୟାବହତାକୁ ଦୃଷ୍ଟିରେ ରଖି ଅନଲାଇନରେ ଚାଲିଥିଲା ପାଠପଢ଼ା । କିନ୍ତୁ ଧିରେ ଧିରେ କଟକଣା କୋହଳ ହେବା ପରେ ଆଜିଠୁ କ୍ଲାସରୁମରେ ବସି ପାଠ ପଢ଼ିବେ ଛାତ୍ରଛାତ୍ରୀ । ଚଳଚଞ୍ଚଳ ହୋଇଛି କ୍ୟାମ୍ପସ, ଉତ୍ସାହିତ ଅଛନ୍ତି ଛାତ୍ରଛାତ୍ରୀ। ଅନଲାଇନ୍ ନୁହେଁ ଶ୍ରେଣୀ ଗୃହରେ ହେବ