ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର କରୋନା!-->…