Odia News Portal
Browsing Tag

odisha

ଆରମ୍ଭ ହେଲା ମହାଲିଙ୍ଗ କଲେଜରେ ପାଠପଢା

ଗୋବିନ୍ଦ ସାହୁଙ୍କ ମହାଲିଙ୍ଗ ସନସାଇନ୍ କଲେଜରେ ଆରମ୍ଭ ହେଲା ପାଠ ପଢା । ଯୁକ୍ତ ଦୁଇ ପିଲା କଲେଜ ଯାଇ କ୍ଲାସ କରୁଛନ୍ତି । ଆଜି ସକାଳୁ କଲେଜରେ ପାଠପଢା ଆରମ୍ଭ ହୋଇଛି । ସେପଟେ କଲେଜର ପରିଚାଳନା କମିଟି ଭାଙ୍ଗିଛି । ଗତକାଲି ପରିଚାଳନା କମିଟିକୁ ଭାଙ୍ଗି ଦିଆଯାଇଛି । ନୂଆ ପରିଚାଳନା କମିଟି

ସିନିଅର ମହିଳା ହକିର କ୍ୱାର୍ଟର ଫାଇନାଲରେ ଓଡିଶା

ଝାନ୍‌ସୀ: ଝାନସୀରେ ଚାଲିଥିବା ସିନିଅର ମହିଳା ହକି ପ୍ରତିଯୋଗିତାରେ ଓଡିଶାର ବିଜୟଧାରା ଜାରି ରହିଛି । ପ୍ରତିଯୋଗିତାରେ ଓଡିଶା ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି । ଛତିଶଗଡକୁ ୩-୦ ଗୋଲରେ ହରାଇବା ସହ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ଅସ୍ମିତା ବାର୍ଲାଙ୍କ ନେତୃତ୍ୱାଧୀନ ଓଡିଶା

ଜାତିସଂଘ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ଜାତିସଂଘ ପ୍ରତିଷ୍ଠା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ଆନ୍ତର୍ଜାତିକ ସହଯୋଗ ଦୃଢ କରିବା ସବ ସମସ୍ତଙ୍କ ପାଇଁ ଏକ ଶାନ୍ତିପୂର୍ଣ୍ଣ ଓ ସମୃଦ୍ଧ ଭବିଷ୍ୟତ ପାଇଁ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୯୪୫

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ବର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍‌। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୪୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୭୮ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୬୦ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୮୭ ଲୋକାଲ୍‌ କେସ୍‌ ରହିଛି।

ପରିବା ଦର ଆକାଶଛୁଆଁ

ଭୁବନେଶ୍ୱର: କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ ହୋଇଛି । ସବୁ ପରିବାର ଦର ଏବେ ବଢ଼ିବାରେ ଲାଗିଛି । ଯାହାକି ସିଧାସଳଖ ଭାବେ ଗ୍ରାହାକଙ୍କୁ ବାଧୁଛି । ଆଗରୁ ୩୦୦ ଟଙ୍କାରେ ବ୍ୟାଗ ଫୁଲ ହେଉଥିବାବେଳେ ଏବେ ୫୦୦ଟଙ୍କା ବି ଅଣ୍ଟୁନି । ବାଇଗଣ କିଲୋପିଛା ୬୦ ଟଙ୍କା ହୋଇଥିବା ବେଳେ ଟମାଟୋ

ଏଥର ଥରିବ ଓଡ଼ିଶା

ଭୁବନେଶ୍ୱର: ସରିଛି ବର୍ଷା । ଆରମ୍ଭ ହେଉଛି ଶୀତ । ରାଜ୍ୟରେ ଆରମ୍ଭ ହୋଇଛି ଶୀତ ଋତୁ । ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ପହିଲିଶୀତ ଅନୁଭୂତ ହୋଇଛି। ଅଞ୍ଚଳରେ ସର୍ବନିମ୍ନ ତାପମାତ୍ର ୧୧ ଡିଗ୍ରୀ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ

ଆଜିଠାରୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ପିଜି ନାମଲେଖା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ବିଭାଗରେ ଆଜିଠାରୁ ନାମଲେଖା ଆରମ୍ଭ ହୋଇଛି । ଗତକାଲି ପ୍ରଥମ ଚୟନ ତାଲିକା ପ୍ରକାଶ ପାଇଥିଲା । ପ୍ରଥମ ପର୍ଯ୍ୟାୟରେ ମୋଟ ୧୨ ହଜାର ୨୧୪ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ୪ ହଜାର ୭୧୩

ଆଜି ରାଜ୍ୟରେ ୪ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୫

ଏଥର ପଞ୍ଚାୟତ ନିର୍ବାଚନର ହେବ ସେଣ୍ଟ୍ରାଲ କାଉଣ୍ଟିଂ

ଭୁବନେଶ୍ୱର : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ପ୍ରସ୍ତୁତି ପ୍ରସଙ୍ଗରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ । ସେ କହିଛନ୍ତି ଯେ, କାଲି ଜିଲ୍ଲାପାଳଙ୍କ ସହ ଭିସିରେ ଆଲୋଚନା ହୋଇଛି । ଏଥର ପଞ୍ଚାୟତ ନିର୍ବାଚନର ହେବ