Odia News Portal
Browsing Tag

odisha

କେନାଲରେ ବୁଡ଼ି ପ୍ରାଣ ହରାଇଲେ ଦୁଇ ଭାଇ

ଯାଜପୁର: ଦୁଃଖ ଏମିତି ବି ଆସିଥାଏ । ଏକା ସାଙ୍ଗରେ ଦୁଇ ପୁଅଙ୍କୁ ଛଡ଼ାଇ ନେଲା ବାପା ମାଙ୍କଠାରୁ । କଇଁଫୁଲ ତୋଳିବାକୁ ଯାଇଥିବାବେଳେ କେନାଲରେ ଭାସିଗଲେ ଦୁଇ ଭାଇ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଗୋପପୁର ଗାଁରେ ଘଟିଛି ଦୁଃଖଦ ଘଟଣା । ଏକାସାଙ୍ଗରେ ଦୁଇ ଭାଇଙ୍କ ଜୀବନ ଯାଇଛି । ମୃତକଙ୍କ

ଆଜି ରାଜ୍ୟରେ ୫ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲାରେ ୨ ଜଣ ପ୍ରାଣ ହରାଇଥିବାବେଳେ ବରଗଡ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା

ଘୋଷଣା ହେଲା ଓଡ଼ିଶା ସିନିୟର ଓ ଜୁନିୟର ମହିଳା ହକି ଦଳ

ଭୁବନେଶ୍ୱର: ନ୍ୟାସନାଲ ଟୁର୍ଣ୍ଣାମେଣ୍ଟ ଲାଗି ଓଡ଼ିଶା ଜୁନିୟର ଓ ସିନିୟର ମହିଳା ହକି ଦଳ ଘୋଷିତ । ଉଭୟ ବର୍ଗରେ ୧୮ ଜଣିଅାଁ ଟିମ୍ ବଛାଯାଇଛି । ଓଡ଼ିଶା ସିନିଅର ନ୍ୟାସନାଲ ଟିମର ନେତୃତ୍ବ ଅସ୍ମିତା ବାର୍ଲା ନେଉଥିବା ବେଳେ ଜୁନିଅର ଟିମର ନେତୃତ୍ୱ ନେବେ ଜ୍ୟୋତି ଛେତ୍ରୀ । ଝାନ୍ସିରେ

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ପ୍ରମୁଖ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ଓଏଫଡିସି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ମାସେ କାଳ ଛୁଟିରେ ଥିଲେ । ସେ କାର୍ଯ୍ୟରେ ଯୋଗ ଦେବାପରେ ବଦଳି

ନଜର ପକାନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ କୋରୋନାର ଦୈନିକ ସଂକ୍ରମଣ ଉପର-ତଳ ହେଉଛି । ୪ ଶହରୁ କମ୍ ରହିବା ପରେ ଗତ ୨୪ ଘଣ୍ଟାରେ ପୁଣି ବଢିଛି ସଂକ୍ରମଣ । ଚିହ୍ନଟ ହୋଇଛନ୍ତି ଆଉ ୪୪୩ ନୂଆ ଆକ୍ରାନ୍ତ । ନୂଆ ଚିହ୍ନଟ ପଜିଟିଭଙ୍କ ମଧ୍ୟରେ ଅଛନ୍ତି ୭୫ ଜଣ ଶିଶୁ ଓ କିଶୋର । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩

ଆସନ୍ତା ୪ ଦିନ ଯାଏଁ ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଆସନ୍ତା ୨୪

୮ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ତଥା ଦେଶରେ ଦକ୍ଷିଣ-ପୂର୍ବ ମୌସୁମୀ ବାୟୁ ଫେରିବା ପ୍ରକ୍ରିୟା ଜାରି ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ବିଶେଷ କରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର, ଗୋପାଳପୁର, ଦିଗପହଣ୍ଡି,ଛତ୍ରପୁର,

ଆଜି ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର

ଭୁବନେଶ୍ୱର: ଆଜି ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର । ପେଟ୍ରୋଲ ଲିଟର ପିଛା ୩୬ ପଇସା ଓ ଡିଜେଲ୍ ଲିଟର ପିଛା ୩୮ ପଇସା ବୃଦ୍ଧି ପାଇଛି । ଫଳରେ ଭୁବନେଶ୍ୱରରେ ଆଜି ପେଟ୍ରୋଲ୍ ଲିଟର ପିଛା ୧୦୬ ଟଙ୍କା ୦୬ ପଇସା ଓ ଡିଜେଲ ଲିଟର ପିଛା ୧୦୨ ଟଙ୍କା ୪୦ ପଇସା ରହିଛି । ମାଲକାନଗିରିରେ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧରୁ ୨୦୯ ଓ ସ୍ଥାନୀୟ ସଂକ୍ରମିତ ୧୪୯ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ

ଅଷ୍ଟମ ଏବଂ ଏକାଦଶ ଶ୍ରେଣୀ ପିଲାଙ୍କ କ୍ଲାସରୁମ ପାଠପଢ଼ା ଲାଗି ଆସିଲା ନୂଆ ଏସଓପି, ଜାଣନ୍ତୁ କଣ ରହିଛି ନିୟମ

ଭୁବନେଶ୍ୱର: ଏକାଦଶ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲରେ ପାଠ ପଢା ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି ହୋଇଛି । ଦିନ ୧୦ଟାରୁ ସାଢେ ଗୋଟାଏ ଯାଏଁ ଏକାଦଶ ଶ୍ରେଣୀର ପିଲାଙ୍କ ଲାଗି କ୍ଲାସରୁମ ପାଠପଢା ହେବ । ସକାଳ ୯ଟାରୁ ଦିନ ସାଢେ ୧୨ଟା ଯାଏଁ ଚାଲିବ ଅଷ୍ଟମ